କମଳା ହାରିସ୍‌ଙ୍କୁ ଉତ୍ତର କୋରିଆର ଧମକ

ପ୍ୟୋଙ୍ଗୟାଙ୍ଗ୍‌,୨୯ା୯: ଆମେରିକାର ଉପରାଷ୍ଟ୍ରପତି କମଳା ହାରିସ୍‌ ଗୁରୁବାର ଦକ୍ଷିଣ କୋରିଆ ଗସ୍ତ କରିବାର କିଛି ଘଣ୍ଟା ପରେ ଉତ୍ତର କୋରିଆ ଦୁଇଟି ସ୍ବଳ୍ପ ଦୂରଗାମୀ ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। କମଳା ହାରିସ୍‌ ଏବଂ ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁ ସୁକ୍‌-ୟୋଲ ଉତ୍ତର କୋରିଆର ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷଣକୁ ନିନ୍ଦା କରିଛନ୍ତି।

ହ୍ବାଇଟ୍‌ ହାଉସ୍‌ ଏକ ବିବୃତ୍ତିରେ କହିଛି, ଆମେରିକାର ଉପରାଷ୍ଟ୍ରପତି ଏବଂ ଦକ୍ଷିଣ କୋରିଆର ରାଷ୍ଟ୍ରପତି ୟୁ ସୁକ୍‌ ୟୋଲ ଡିଆରପିର ଉତ୍ତେଜକ ଆଣବିକ କ୍ଷେପଣାସ୍ତ୍ର ପରୀକ୍ଷାକୁ ନିନ୍ଦା କରିଛନ୍ତି।

ଏହାପୂର୍ବରୁ ଉତ୍ତର କୋରିଆ ମଧ୍ୟ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି। ଦକ୍ଷିଣ କୋରିଆ କହିଛି, ଉତ୍ତର କୋରିଆ ଏହାର ପୂର୍ବ ଆଡ଼କୁ ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଏହି ଦାବି ଏପରି ଏକ ସମୟରେ କରାଯାଇଥିଲା ଯେତେବେଳେ କମଳା ହାରିସ୍‌ ଗୁରୁବାର ଦକ୍ଷିଣ କୋରିଆ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ଉତ୍ତର କୋରିଆର କ୍ଷେପଣାସ୍ତ୍ର ପରୀକ୍ଷଣ ଏହି ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି। ଏହା ପ୍ରଥମ ଘଟଣା ନୁହେଁ ଯେ, ଉତ୍ତର କୋରିଆ ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ନେତୃତ୍ୱରେ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଗତ ସପ୍ତାହ ପୂର୍ବରୁ ଉତ୍ତର କୋରିଆ ଆଉ ଏକ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri