ଉତ୍ତର କୋରିଆର ସ୍ପାଏ ସାଟେଲାଇଟ୍‌

ପ୍ୟୋଙ୍ଗ୍‌ୟାଙ୍ଗ୍‌,୨୩ା୧୧: ଆମେରିକା ଓ ଜାପାନକୁ ବାରମ୍ବାର ଆକ୍ରମଣ ଧମକ ଦେଉଥିବା ଉତ୍ତର କୋରିଆର ସ୍ପାଏ ସାଟେଲାଇଟ୍‌ ଲଞ୍ଚ ସଫଳ ହୋଇଛି। ଏହା ହେଉଛି ଗତ ୬ ମାସ ଭିତରେ ଏକଚ୍ଛତ୍ରବାଦୀ ଶାସକ କିମ୍‌ ଜଙ୍ଗ୍‌ ଉନ୍‌ଙ୍କ ତୃତୀୟ ଲଞ୍ଚ ଉଦ୍ୟମ। ସ୍ଥାନୀୟ ସମୟ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୪୨ରେ ସୋହାୟେ ସାଟେଲାଇଟ୍‌ ଲଞ୍ଚତ୍ଙ୍ଗ୍‌ ସେଣ୍ଟରରେ ଉପଗ୍ରହ ମାଲ୍ଲିଗ୍‌ୟୋଙ୍ଗ୍‌-୧କୁ ଉତ୍‌କ୍ଷେପଣର ୧୨ ମିନିଟ୍‌ ପରେ କକ୍ଷପଥରେ ଅବସ୍ଥାପିତ କରାଯାଇଥିଲା। ନଭେମ୍ବର ୨୨ରୁ ଡିସେମ୍ବର ୧ ମଧ୍ୟରେ ଗୁପ୍ତଚର ଉପଗ୍ରହକୁ ଲଞ୍ଚ କରାଯିବ ବୋଲି ଏହାର କିଛି ଘଣ୍ଟା ପୂର୍ବରୁ ଉତ୍ତର କୋରିଆ ଜାପାନକୁ ଜଣାଇଥିଲା। ସରକାରୀ ଗଣମାଧ୍ୟମ ଉତ୍ତର କୋରୀୟ ନେତା ଲଞ୍ଚ ପରେ ହସୁଥିବା ଭିଡିଓ ପ୍ରସାର କରିଛି। ଏହି ସାଟେଲାଇଟ୍‌ ଲଞ୍ଚ ପଛରେ ରୁଷିଆର ହାତ ଥିବା ସନ୍ଦେହ କରାଯାଉଛି। ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଚଳିତ ମାସରେ ଉତ୍ତର କୋରିଆ ଓ ରୁଷିଆର ବଢ଼ିଚାଲିଥିବା ଘନିଷ୍ଠତାକୁ ବିପଜ୍ଜନକ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri