ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ। ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି । ଏହା ସହିତ ବିଶ୍ୱବିଦ୍ୟାଳୟ ଲାଇବ୍ରେରିର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ।
ସୂଚନାଯୋଗ୍ୟ ଯେ , ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି । ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଛୁ । ତେଣୁ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ନାଁକୁ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri