ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ। ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି । ଏହା ସହିତ ବିଶ୍ୱବିଦ୍ୟାଳୟ ଲାଇବ୍ରେରିର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ।
ସୂଚନାଯୋଗ୍ୟ ଯେ , ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି । ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଛୁ । ତେଣୁ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ନାଁକୁ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri