Posted inଜାତୀୟ

ଉତ୍ତର-ପୂର୍ବାଞ୍ଚଳ ଏବେ ଦିଲ୍ଲୀ କିମ୍ବା ଦିଲ୍‌ରୁ ଦୂରରେ ନାହିଁ: ମୋଦି

ନୂଆଦିଲ୍ଲୀ,୨।୩: ଉତ୍ତର-ପୂର୍ବାଞ୍ଚଳ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟ ବିଧାନସଭାରେ ଭାଜପାର ଦଖଲ ପରେ ଗୁରୁବାର ଦିଲ୍ଲୀ ସ୍ଥିତ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ମକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କର୍ମୀମାନଙ୍କୁ ଉତ୍ସାହିତ କରି ଗଣତାନ୍ତ୍ରିକ ପ୍ରକ୍ରିୟାରେ ଲୋକଙ୍କ ବିଶ୍ୱାସ ରହିଥିବା ୩ ରାଜ୍ୟର ଫଳାଫଳ ଏହା ଦର୍ଶାଉଛି ବୋଲି କହିଛନ୍ତି। ଉତ୍ତର-ପୂର୍ବାଞ୍ଚଳ ଏବେ ଦିଲ୍ଲୀ କିମ୍ବା ଦିଲ୍‌(ହୃଦୟ)ରୁ ଦୂରରେ ନାହିଁ ବୋଲି ମୋଦି କହିଛନ୍ତି। ବିଜୟର ସମସ୍ତ ଶ୍ରେୟ ଭାଜପା କର୍ମୀକର୍ତ୍ତାଙ୍କୁ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀଙ୍କୁ କଡା ସମାଲୋଚନା କରିଛନ୍ତି। କିଛି ଲୋକ ସମାଧି ଖୋଳିବାକୁ ପ୍ରଚେଷ୍ଟା ଚଳାଇଛନ୍ତି। ହେଲେ ସେଠାରେ ପଦ୍ମ ଫୁଟୁଥିବା ଦେଖିବାକୁ ମିଳିଛି। ଏପରିକି କେତେକ ଲୋକ କହୁଛନ୍ତି, ‘ମର୍‌ ଯା’ ମୋଦି ହେଲେ ଦେଶ କହୁଛି ମତ୍‌ ଯା’ ମୋଦି’ ବୋଲି କହି ବିରୋଧୀଙ୍କୁ ଟାର୍ଗଟ କରିଥିଲେ ।

ସୂଚନା ଯୋଗ୍ୟ, ଗତ କିଛି ଦିନ ତଳେ ଏଏପିର କର୍ମକର୍ତ୍ତାମାନେ ‘ମର୍‌ ଯା’ ମୋଦି ବୋଲି ସ୍ଲୋଗାନ ଦେଇଥିଲେ। ଯାହାକୁ କେନ୍ଦ୍ର କରି ମୋଦି ଏଭଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri