Posted inଖେଳ

ନର୍ଥଇଷ୍ଟ ୟୁନାଇଟେଡ୍‌-ଏଟିକେ ମୋହନବାଗାନ ମ୍ୟାଚ ଅମୀମାଂସିତ

8

ବାମ୍ବୋଲିମ୍‌, ୭ା୩: ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଶନିବାର ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସି ଏବଂ ଏଟିକେ ମୋହନବାଗାନ ମଧ୍ୟରେ ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ ଫୁଟ୍‌ବଲର ପ୍ରଥମ ଲେଗ୍‌ ସେମିଫାଇନାଲ ମ୍ୟାଚ ୧-୧ ଗୋଲରେ ଅମୀମାଂସିତ ଭାବେ ଶେଷ ହୋଇଛି। ଡେଭିଡ୍‌ ଓ୍ବିଲିୟମ୍ସ ୩୪ତମ ମିନିଟ୍‌ରେ ଗୋଲ ସ୍କୋର କରି ପ୍ରଥମେ ଏଟିକେ ମୋହନବାଗାନକୁ ଅଗ୍ରଣୀ କରାଇଥିଲେ। ହେଲେ ଖେଳର ୯୪ତମ ମିନିଟ୍‌ରେ ବିପକ୍ଷ ଦଳର ଇଦ୍ରିସା ସିଲା ସାଥୀ ଖେଳାଳି ଲୁଇସ୍‌ ମାଚାଡୋସଙ୍କ ହେଡରକୁ ଗୋଲରେ ପରିଣତ କରି ମ୍ୟାଚକୁ ବରାବର ସ୍ଥିତିକୁ ନେଇ ଆସିଥିଲେ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ତ୍ରି-ରାଷ୍ଟ୍ରୀୟ କ୍ରିକେଟ୍‌: ଶୀର୍ଷକୁ ଉଠିବା ଲକ୍ଷ୍ୟରେ ଭାରତ

ମେଲବୋର୍ନ, ୬।୨ (ପି.ଟି.): ତ୍ରି-ରାଷ୍ଟ୍ରୀୟ ସିରିଜ ଖେଳିବା ଲାଗି ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ୍‌ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଶୁକ୍ରବାର ଇଂଲଣ୍ଡକୁ...

ସୁନକ ହେଲେ ପ୍ରଧାନମନ୍ତ୍ରୀ, ନେହେରାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ଲୋକେ…

ନୂଆଦିଲ୍ଲୀ,୨୬।୧୦: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି ଭାରତୀୟ ମୂଳ ବଂଶୋଦ୍ଭବ ଋଷି ସୁନକ। ଏହା ଏକ ଐତିହାସିକ ଘଟଣା ବୋଲି କୁହାଯାଉଛି। ତେବେ ଏହାକୁ ନେଇ...

ହୃଦୟ ଜିତିଲା ଗମ୍ଭୀରଙ୍କ କ୍ୟାପଶନ

ମୁମ୍ବାଇ,୧।୪: ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ଉଇକେଟରେ ପରାସ୍ତ କରି ବିଜୟ ସ୍ବାଦ ଚାଖିଛି ନୂଆ ଫ୍ରାଞ୍ଚାଇଜ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ। ମ୍ୟାଚ୍‌ ପରେ ଏକତ୍ରିତ...

ବିଶ୍ୱକପ୍‌ରେ ପ୍ରଥମ ମ୍ୟାଚ୍‌ ଜିତିବା ପରେ ଟିମ୍‌ ଇଣ୍ଡିଆ

ଲଣ୍ଡନ,୭।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରକାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଆଗକୁ ଆହୁରି ଶକ୍ତିଶାଳୀ ଦଳକୁ ଭେଟିବାକୁ...

ଅଭ୍ୟାସ ମ୍ୟାଚ୍‌: ଭାରତ ଅଗ୍ରଣୀ: ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ

ହାମିଲଟନ, ୧୬।୨(ପି.ଟି.)- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ରେ ଭ୍ରମଣକାରୀ ଭାରତୀୟ ଦଳ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି। ଶନିବାର ଦ୍ୱିତୀୟ...

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ଓଡ଼ିଶା ମହିଳା ଦଳର ପ୍ରଥମ ବିଜୟ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୫-୦...

ଅଲୋଡ଼ା କ୍ଲବରେ ରୋହିତ

ଭାଇଜାଗ,୮।୧୦(ପି.ଟି.): ନିକଟରେ ଶେଷ ହୋଇଥିବା ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟରେ ଭାରତୀୟ ଓପନର ରୋହିତ ଶର୍ମା ଉଭୟ ଇନିଂସରେ ଓପନର ଭାବେ ଶତକ ଲଗାଇ ବିଶ୍ୱ...

୧୫୦ ଟେଷ୍ଟ ମ୍ୟାଚ୍‌ ଖେଳିବାରେ ଆଣ୍ଡରସନ ପ୍ରଥମ ଦ୍ରୁତ ବୋଲର

ସେଞ୍ଚୁରିୟନ, ୨୬।୧୨- ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଟେଷ୍ଟ ଉଇକେଟ୍‌ ହାସଲ କରିଥିବା ଜେମ୍ସ ଆଣ୍ଡରସନ ଗୁରୁବାର ଆଉ ଏକ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିଶ୍ୱର ପ୍ରଥମ...

Advertisement
Archives

Model This Week