ନର୍‌ଓ୍ବେ ନାଇଟ୍‌ କ୍ଲବରେ ଗୁଳିମାଡ଼: ୨ମୃତ, ୧୦ ଆହତ

ଓସଲୋ,୨୫।୬: ନରୱେ ରାଜଧାନୀ ଓସଲୋରେ ଏକ ଗେ’ ବାରରେ ଶନିବାର ଗୁଳିମାଡ଼ ହୋଇଛି। ଏହି ଗୁଳିମାଡ଼ରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ରୁ ଉର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୫ଜଣ ଗୁରୁତର ଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ‘ଲଣ୍ଡନ’ ଗେ ବାର ନାଇଟ କ୍ଲବର ଭିତରେ ଓ ବାହାରେ ଜଣେ ସନ୍ଦିଗ୍ଧ ବ୍ୟକ୍ତି ହଠାତ୍‌ ଆସି ଆଖିବୁଜା ଗୁଳିମାଡ଼ କରିଥିଲେ। ଜଣେ ବନ୍ଧୁକଧାରୀ ହଠାତ୍‌ ଏକ ବ୍ୟାଗ୍‌ ଧରି ବାର ନିକଟରେ ପହଞ୍ଚିଥିଲେ। ଏହାପରେ ହଠାତ୍‌ ସେ ବନ୍ଧୁକ ବାହାର କରି ଗୁଳି ଚଳାଇବା ଆରମ୍ଭ କରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଏଥିସହ ନରଓ୍ବେ ପୋଲିସ ଏହି ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ କୋଟି ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri