Posted inଖେଳ

ଶୁବମନ ଗିଲଙ୍କୁ ସମାଲୋଚନା କଲେ ଯୁବରାଜ

ନୂଆଦିଲ୍ଲୀ, ୫।୧୨- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଯୁବ ପ୍ରତିଭାଶାଳୀ ବ୍ୟାଟ୍ସମ୍ୟାନ ଶୁବମନ ଗିଲଙ୍କୁ ସୋସିଆଲ ମିଡିଆରେ ସମାଲୋଚନା କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଭାରତୀୟ ଦଳରେ ସ୍ଥାନ ପାଇଥିଲେ ଗିଲ। ତାଙ୍କୁ କେବଳ ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ରେ ମିଳିଥିଲା ଖେଳିବାର ସୁଯୋଗ ।

କାନବେରାଠାରେ ଖେଳାଯାଇଥିବା ମ୍ୟାଚ୍‌ ପରେ ଶୁବମନ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ କିଛି ଫଟୋ। କ୍ୟାପଶନରେ ଲେଖିଥିଲେ ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରି ଗର୍ବିତ। ପ୍ରଥମ ଫଟୋରେ ଶୁବମନ ଓ ଅଧିନାୟକ ବିରାଟ କୋହଲିଙ୍କ ମଧ୍ୟରେ ହୋଇଥିବା ଭାଗୀଦାରିତା ବେଳର ଦୃଶ୍ୟ ଦେଖିବାକୁ ମିଳୁଛି। ଅନ୍ୟଟିିରେ ଦଳୀୟ ଖେଳାଳିଙ୍କ ସହ ଛିଡ଼ା ହୋଇଛନ୍ତି ଶୁବମନ, ଯେଉଁଥିରେ ସେ ପକେଟରେ ହାତ ପୁରାଇଛନ୍ତି। ଏହି କାରଣରୁ ଶୁବମନଙ୍କୁ ସମାଲୋଚନା କରିଛନ୍ତି ଯୁବି। ସେ ଲେଖିଛନ୍ତି, ମହାରାଜ ଏହା କୌଣସି କ୍ଲବ ମ୍ୟାଚ୍‌ ନୁହେଁ। ଭାରତର ମ୍ୟାଚ। ତୁମ ହାତ ପକେଟରେ କାହିଁକି ରଖିଛ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ-୨୦୨୦: ଆରସିବିର ବିଜୟ ଅଭିଯାନ

ଦୁବାଇ, ୨୨।୯- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ସୋମବାର ଅନୁଷ୍ଠିତ ମ୍ୟାଚରେ ସନ୍‌ ରାଇଜର୍ସ ହାଇଦ୍ରାବାଦକୁ ୧୦ ରନରେ ହରାଇ ଅଭିଯାନ ଆରମ୍ଭ କରିଛି ରୟାଲ ଚ୍ୟାଲେଞ୍ଜର୍ସ...

ନୂଆ ରେକର୍ଡ କଲେ କେଏଲ୍‌ ରାହୁଲ

ମୁମ୍ବାଇ,୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୋମବାର ୧୨ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଓ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ମଧ୍ୟରେ କଡା ଟକ୍କର ହୋଇଛି। ଲକ୍ଷ୍ନୌ ଅଧିନାୟକ...

‘ଭାରତ ବିପକ୍ଷ ମ୍ୟାଚ୍‌ ଚ୍ୟାଲେଞ୍ଜପୂର୍ଣ୍ଣ’

ସ୍ପେନ୍‌, ଓ୍ବେଲ୍ସ, କୋରିଆ ପହଞ୍ଚିଲା ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି)/ ରାଉରକେଲା ଅଫିସ, ୯।୧: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ହେବାକୁଥିବା ହକି...

ଶାମିଙ୍କୁ ସୁଯୋଗ ମିଳିବନି

ନୂଆଦିଲ୍ଲୀ,୧୯।୬: ଭାରତୀୟ ଦ୍ରୁତ ବୋଲର୍‌ ମହମ୍ମଦ ଶାମି କ୍ରିକେଟର ତିନୋଟି ଯାକ ଫର୍ମାଟରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି। ହେଲେ ଗତ କିଛି ସମୟ ଧରି ତାଙ୍କୁ...

୭ ଓ୍ବିକେଟରେ ଜିତିଲା ଏଲଏସଜି…

ହାଇଦ୍ରାବାଦ,୧୩।୫ : ଆଇପିଏଲ ୨୦୨୩ର ୫୮ ତମ ମ୍ୟାଚରେ ସନରାଜର୍ସ ହାଇଦ୍ରାବାଦ(ଏସଆରଏଚ) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍‌ସ(ଏଲଏସଜି) ୭ ଓ୍ବିକେଟରେ ଜିତିଛି। ଧାର୍ଯ୍ୟ ଲକ୍ଷ୍ୟର ପିଛା...

ଆଜିର ଦିନରେ କୋଟି କୋଟି ପ୍ରଶଂସକଙ୍କ ହୃଦୟ ଭାଙ୍ଗିଥିଲେ ସଚିନ

ନୂଆଦିଲ୍ଲୀ,୨୩।୩- ଠିକ୍‌ ୧୭ ବର୍ଷ ତଳେ ଅର୍ଥାତ ୨୦୦୩ ମାର୍ଚ୍ଚ ୨୩ ତାରିଖରେ ସଚିନ ତେନ୍ଦୁଲକରଙ୍କ ଯୋଗୁ ଭାଙ୍ଗି ଯାଇଥିଲା କୋଟି କୋଟି ଭାରତୀୟ ପ୍ରଶଂସକଙ୍କ...

ଧାଓ୍ବନଙ୍କ ମୁଣ୍ଡକୁ ବଲ୍‌ ଫୋପାଡିଲେ ପନ୍ତ, ରୋହିତ: ଆଉ ତା’ପରେ

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଇଂଲଣ୍ଡକୁ ୩-୧ରେ ପରାସ୍ତ କରି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛି। ଏବେ ଭାରତକୁ ଇଂଲଣ୍ଡ ସହ...

ଜାତୀୟ ବକ୍ସିଂ ଚାମ୍ପିୟନଶିପ୍‌: ସେମି ପରାଜୟ ନେଇ ଦୁଆତିଙ୍କ ଚ୍ୟାଲେଞ୍ଜ୍‌

କାନପୁର,୮।୧୨(ପି.ଟି.)- ଇଣ୍ଡିଆ ଓପନ ରୌପ୍ୟ ପଦକ ବିଜୟିନୀ ତଥା ଡିଫେଣ୍ଡିଂ ଚାମ୍ପିୟନ ତଥା ମହିଳା ବକ୍ସର ବନଲାଲ ଦୁଆତି ନିଜର ପରାଜୟ ନେଇ ଅସନ୍ତୋଷ ଥିବା...

Advertisement
Archives

Model This Week