Posted inଫୁରସତ

ଧୂଳିକଣା ନୁହେଁ, ଇଏ ହ୍ୟାଣ୍ଡବ୍ୟାଗ୍‌

ମହିଳାଙ୍କ ପାଇଁ ତାଙ୍କ ହ୍ୟାଣ୍ଡବ୍ୟାଗ୍‌ ତାଙ୍କ ଦୁନିଆ। ତା’ ଭିତରେ ମେକ୍‌ଅପ୍‌ ସାମଗ୍ରୀଠୁ ଆରମ୍ଭ କରି ଯେତେ ସବୁ ଆବଶ୍ୟକୀୟ ଜିନିଷ ସେମାନେ ରଖିଥାନ୍ତି। ସେଥିପାଇଁ ତ ପ୍ରାୟ ମହିଳା ବଡ଼ ହ୍ୟାଣ୍ଡବ୍ୟାଗ୍‌ ଧରିବାକୁ ପସନ୍ଦ କରନ୍ତି। ତେବେ ଲୁଇସ ଭିଟୋନ୍‌ କମ୍ପାନୀ ତିଆରି କରିଛି ଏମିତି ଏକ ବ୍ୟାଗ୍‌ ଯାହା ଏତେ ଛୋଟ ଯେ, ତାକୁ ଖାଲି ଆଖିରେ ଦେଖିବା ବି ଅସମ୍ଭବ। ବିଶ୍ୱାସ ନ ଲାଗିଲେ ବି ଏହା ସତ। ନିଓନ ଗ୍ରୀନ କଲର୍‌ର ଉକ୍ତ ହ୍ୟାଣ୍ଡବ୍ୟାଗ୍‌କୁ ଦେଖିବାକୁ ହେଲେ ମାଇକ୍ରୋସ୍କୋପ୍‌ ଆବଶ୍ୟକ। କାରଣ ଏହାର ଆକାର ଏକ ଧୂଳିକଣା ସହ ସମାନ। ଏହାକୁ ପ୍ୟାରିସ୍‌ ଫ୍ୟାଶନ୍‌ ଉଇକ୍‌ରେ ନିଲାମ୍‌ ପାଇଁ ରଖାଯିବ। ଦେଖାଯାଉ ଏତେ ଛୋଟ ହ୍ୟାଣ୍ଡବ୍ୟାଗ୍‌୍‌କୁ କିଏ କେତେ ଟଙ୍କାରେ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

ଧାନ ରୋଇବା ବେଳେ ବଜ୍ରପାତ, ବିଲରେ ଘଟିଲା ଏମିତି…

ପାତ୍ରପୁର,୯।୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ତଣ୍ଡିପୁର ଗ୍ରାମରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

ସ୍ତ୍ରୀ ଶୋଇଥିବା ବେଳେ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ, ଏବେ ଗଲେ ଜେଲ

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଏ.ଅନ୍ତରା ପାତ୍ର ତାଙ୍କ ସ୍ତ୍ରୀ ଏ.ଶଶି ପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri