Posted inଜାତୀୟ

ଗିରଫକୁ ଭୟ କରେନି: ଅମ୍ରିତପାଲ

ଚଣ୍ଡିଗଡ,୩୧।୩: ପଳାତକ ଅମ୍ରିତପାଲ ସିଂ ପଞ୍ଜାବ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଖଲିସ୍ତାନୀ ସମର୍ଥକ ଅମ୍ରିତପାଲ ଆଉ ଏକ ଭିଡିଓ ଜାରି କରି କହିଛନ୍ତି, ମୁଁ ଲୋକଙ୍କ ମଧ୍ୟରେ ଆସିବି। ମୁଁ ଗିରଫକୁ ଭୟ କରେ ନାହିଁ, ମୁଁ ବିଦେଶକୁ ଯିବି ନାହିଁ, ମୋର କେଶ ମୁଁ କାଟିନାହିଁ।
ଏହାପୂର୍ବରୁ ଗୁରୁବାର ଅପରାହ୍ନରେ ଅମୃତପାଲଙ୍କ ଏକ ଅଡିଓ କ୍ଲିପ ମଧ୍ୟ ସାମ୍ନାକୁ ଆସିଥିଲା। ଏଥିରେ ସେ ଆତ୍ମସମର୍ପଣ ପାଇଁ ବୁଝାମଣା କରୁଥିବା କଳ୍ପନାଜଳ୍ପନାକୁ ଖାରଜ କରି ଶୁଣିବାକୁ ପାଇଥିଲେ।
ଅମ୍ରିତପାଲ ସିଂଙ୍କୁ ଧରିବା ପାଇଁ ପୋଲିସ ଲଗାତାର ଚେଷ୍ଟା କରୁଛି। ଏହାପୂର୍ବରୁ ପଞ୍ଜାବ ପୋଲିସ ହୋଶିଆରପୁର ଗ୍ରାମ ତଥା ନିକଟବର୍ତ୍ତୀ ଅନେକ ଅଞ୍ଚଳରେ ବ୍ୟାପକ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ପୋଲିସ ଏକ ଘର-ଘର ସର୍ଚ୍ଚ ଅପରେସନ ମଧ୍ୟ କରିଥିଲା, କିନ୍ତୁ ଏପର୍ଯ୍ୟନ୍ତ କୌଣସି ସଫଳତା ମିଳିନାହିଁ । ପଞ୍ଜାବ ପୋଲିସ ୧୮ ମାର୍ଚ୍ଚରେ ୱାରିସ ପଞ୍ଜାବ ଦେ ସଂଗଠନର ସଦସ୍ୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଥିଲା। ସେବେଠାରୁ ଅମ୍ରିତପାଲ ପଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?