Posted inଫୁରସତ

ଅମ୍ବାନୀ କି ଆଦାନୀ ନୁହେଁ, ଏହି ବ୍ୟକ୍ତିଙ୍କ ପାଖରେ ଅଛି ସବୁଠୁ ମହଙ୍ଗା ନମ୍ବର ପ୍ଲେଟ୍‌

ବିଶ୍ୱରେ ଅନେକ ଲୋକ ଅଛନ୍ତି, ଯେଉଁମାନେ ମହଙ୍ଗା କାରକୁ ବହୁତ ପସନ୍ଦ କରନ୍ତି। କିନ୍ତୁ କିଛି ଲୋକ ଅଛନ୍ତି ଯେଉଁମାନେ ନିଜ କାର ପାଇଁ ସବୁଠାରୁ ମହଙ୍ଗା ଏବଂ ଅନନ୍ୟ ନମ୍ବର ପ୍ଲେଟ ପାଇବାକୁ ପସନ୍ଦ କରନ୍ତି। ଅମ୍ବାନୀ ଏବଂ ଆଦାନୀ ଭାରତର ସବୁଠାରୁ ଧନୀ ବ୍ୟକ୍ତିମାନଙ୍କ ମଧ୍ୟରେ ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଏହି ଲୋକମାନେ ମହଙ୍ଗା ନମ୍ବର ପ୍ଲେଟ ମାଲିକଙ୍କ ତାଲିକାରେ ସାମିଲ ନୁହଁନ୍ତି। ଆସନ୍ତୁ ଜାଣିବା ଭାରତର ସବୁଠାରୁ ମହଙ୍ଗା ନମ୍ବର ପ୍ଲେଟ ମାଲିକ କିଏ?

ଭାରତର ସବୁଠାରୁ ମହଙ୍ଗା ନମ୍ବର ପ୍ଲେଟ

ଭାରତର ସବୁଠାରୁ ମହଙ୍ଗା ନମ୍ବର ପ୍ଲେଟ ଆଶିକ ପଟେଲଙ୍କ ଟୟୋଟା ଫର୍ଚୁନରରେ ଅଛି। ଏହାର ନମ୍ବର ‘007’। ଏହି ନମ୍ବର ପ୍ଲେଟର ମୂଲ୍ୟ ୩୪ ଲକ୍ଷ ଟଙ୍କା। ଏହି ନମ୍ବରଟି ଜେମ୍ସ ବଣ୍ଡ ଫିଲ୍ମ ଦ୍ୱାରା ଅନୁପ୍ରାଣିତ, ଯାହା ଏହାକୁ ଆହୁରି ସ୍ବତନ୍ତ୍ର କରିଥାଏ।

ଆଶିକ ପଟେଲ ଅହମ୍ମଦାବାଦର ଜଣେ ପରିବହନକାରୀ, ସେ ଦେଶର ସବୁଠାରୁ ମହଙ୍ଗା ନମ୍ବର ପ୍ଲେଟ ପାଇଁ ବିଡ କରିଥିଲେ, ଯାହା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। କେବଳ ଏତିକି ନୁହେଁ, ସେ 007 ନମ୍ବର ପାଇଁ ଚର୍ଚ୍ଚା ସାଉଁଟି ଥିଲେ।

ଆଶିକ ପଟେଲ ୩୯.୫ ଲକ୍ଷ ଟଙ୍କାରେ ଏକ ନୂତନ SUV କିଣିଥିଲେ ଏବଂ ଫ୍ୟାନ୍ସି ପଞ୍ଜିକରଣ ନମ୍ବର 007 ପାଇଁ ୩୪ ଲକ୍ଷ ଟଙ୍କା ବିଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri