ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ ଟାର୍ଗେଟ କରାଯାଉଛି। ଅନେକେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ବୋଲି କହୁଛନ୍ତି। ଏନେଇ ପଚରାଯିବାରେ ନିଜକୁ ଜଣେ ସୈନିକ ବୋଲି କହିଛନ୍ତି ପାଣ୍ଡିଆନ।

ଏଏନ୍‌ଆଇକୁ ଦେଇଥିବା ସାକ୍ଷାତକାରରେ ପାଣ୍ଡିଆନ କହିଛନ୍ତି, ମୁଁ କେବଳ ଜଣେ ସୈନିକ ଭାବେ ନବୀନ ବାବୁଙ୍କୁ ସାହାଯ୍ୟ କରୁଛି। ବିଜୁ ବାବୁ କେବେ ବି ନବୀନ ବାବୁଙ୍କୁ ରାଜନୀତି ପାଠ ଶିଖାଇ ନ ଥିଲେ, କିମ୍ବା ତାଙ୍କୁ ପ୍ରସ୍ତୁତ କରି ନ ଥିଲେ। ନବୀନ ବାବୁ ବି କାହାକୁ ତାଙ୍କ ପଦାକୁ ଅନୁସରଣ କରିବାକୁ ଦେବେ ନାହିଁ। ସେ ହୃଦୟରୁ ଜଣେ ଗଣତାନ୍ତ୍ରିକ ବ୍ୟକ୍ତି ଏବଂ ଦଳକୁ ସେ ଜାଣନ୍ତି। ଓଡ଼ିଶାବାସୀଙ୍କ ପାଇଁ ଯାହା ଭଲ ତାହା ଓଡ଼ିଶାର ଲୋକେ ସ୍ଥିର କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri