Posted inଜାତୀୟ

ମୁସଲମାନ ଫେରିବାଲାଠାରୁ ଜିନିଷ କିଣିଲେ ୫୧୦୦ ଟଙ୍କା ଜରିମାନା!

ଅହମଦାବାଦ,୩ ।୭: ଉଦୟପୁରରେ ଟେଲରଙ୍କ ହତ୍ୟାକୁ ବିରୋଧ କରି ଗୁଜରାଟ ବନାସକାଣ୍ଠାରେ ମସଲମାନ ଫେରିବାଲାଙ୍କ ଠାରୁ ଜିନିଷ କ୍ରୟ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ଏହାକୁ ନେଇ ଶନିବାର ବନାସକାଣ୍ଠା ପ୍ରଶାସନର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ପ୍ରଶାସନ କହିଛି ୱାଘାସନ ସମ୍ପ୍ରଦାୟର ଗ୍ରାମପଞ୍ଚାୟତର ଲେଟର ପ୍ୟାଡରେ ଦୋକାନିଙ୍କୁ ‘ମୁସଲମାନ ଫେରିବାଲା’ଙ୍କଠାରୁ ଜିନିଷ କ୍ରୟ ନ କରିବାକୁ ଯେଉଁ ନିର୍ଦ୍ଦେଶ ଦିଆଯାଇଛି ତାହା ଅଧିକାରୀକ ନୁହେଁ ।
ବନାସକାଣ୍ଠା ଜିଲା ବିକାଶ ଅଧିକାରୀ କହିଛନ୍ତି ଯେଉଁ ବ୍ୟକ୍ତି ଉକ୍ତ ଲେଟର ପ୍ୟାଡରେ ଦସ୍ତଖତ କରିଛନ୍ତି ତାଙ୍କ ପାଖରେ ସେମିତି କୌଣସି ଅଧିକାର ନାହିଁ । କାରଣ ଏବେ ବି ସେଠାରେ ସରପଞ୍ଚ ପାଇଁ ନିର୍ବାଚନ ହେଉଛି । ପ୍ରଶାସନ ପକ୍ଷରୁ ଏକ ସ୍ପଷ୍ଟିକରଣ ଦିଆଯାଇ କୁହାଯାଇଛି କି ଜାରି କରାଯାଇଥିବା ନିର୍ଦ୍ଦେଶ ନିରାଧାର ଏହାକୁ ପାଳନ କରିବା ଆବଶ୍ୟକ ନୁହେଁ । ଏଭଳି ଭୁଲ କଥା ପ୍ରଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ।
ତେବେ ସୋସିଆଲ ମିଡିଆରେ ୩୦ ଜୁନର ଏକ ଲେଟର ପ୍ୟାଡ ଭାଇରାଲ ହେଉଥିବା ବେଳେ ଏଥିରେ ଉଦୟପୁରରେ ଟେଲର ହତ୍ୟାକୁ ଦୃଷ୍ଟିରେ ରଖି କୌଣସି ମୁସଲମାନ ଫେରିବାଲାଙ୍କଠାରୁ ଜିନିଷ ନ କିଣିବାକୁ କୁହାଯାଇଛି । ଏହାସହ ଯେଉଁମାନେ ଏହା ପାଳନ କନ କାରିବେ ସେମାନଙ୍କୁୂ ୫୧୦୦ ଟଙ୍କା ଜରିମାନା ଦେବାକୁ ପଡିବ ଓ ଏହି ଟଙ୍କା ଗୋଶାଳାକୁ ଦାନ କରାଯିବ ବୋଲି ଉଲ୍ଲେଖ କରାଯିବା ସହ ଏଥିରେ ପୂବତନ ସରପଞ୍ଚଙ୍କର ହସ୍ତାକ୍ଷର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?