Posted inଜାତୀୟ

ବାପାଙ୍କ କଥା ଭୁଲି ନାହାନ୍ତି ଉଦ୍ଧବ

ମୁମ୍ବାଇ,୯ ।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ତାଙ୍କ ପିତା ବାଲ ଠାକରେ ଦେଇଥିବା କଥାକୁ ସେ କେବେ ଭୁଲିନାହାନ୍ତି । ସେ କହିଛନ୍ତି ଔରଙ୍ଗାବାଦର ନାମ ପରିବର୍ତ୍ତନ ହେବ, ନିଶ୍ଚୟ ହେବ । ମୋ ପିତା କଥା ଦେଇଥିଲେ, ତେଣୁ ମୁଁ ଏହାକୁ ନିଶ୍ଚୟ ପୂରଣ କରିବି । ଔରଙ୍ଗାବାଦ ଜିଲାର ନାମ ସଂଭାଜି ନଗର ହେବ । ଉଦ୍ଧବ ଠାକରେ ଶିବସେନା ରାଲିରେ ଏହା କହିଛନ୍ତି । ସେ କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ନାମ ବଦଳାଇବାକୁ ଦେଉନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ଆମେ ଔରଙ୍ଗାବାଦ ଏୟାରପୋର୍ଟର ନାମ ଛତ୍ରପତି ସଂଭାଜି ମହାରାଜଙ୍କ ନାମରେ ନାମିତ କରିବାକୁ ନିଷ୍ପତ୍ତି ନେଇଥିଲୁ । ଏଥିପାଇଁ ଦେଢ ବର୍ଷ ପୂର୍ବରୁ ରାଜ୍ୟର ବିଧାୟିକାରେ ରେଜୋଲ୍ୟୁଶନ ପାସ ବି ହୋଇଥିଲା । ଏନେଇ କେନ୍ଦ୍ର ସରକାରଙ୍କ ନିକଟକୁ ପ୍ରସ୍ତାବ ପଠାଯାଇଥିଲେ ବି ଏପର୍ଯ୍ୟନ୍ତ ଏହା ଉପରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri