Posted inଜାତୀୟ

ବାପାଙ୍କ କଥା ଭୁଲି ନାହାନ୍ତି ଉଦ୍ଧବ

ମୁମ୍ବାଇ,୯ ।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ତାଙ୍କ ପିତା ବାଲ ଠାକରେ ଦେଇଥିବା କଥାକୁ ସେ କେବେ ଭୁଲିନାହାନ୍ତି । ସେ କହିଛନ୍ତି ଔରଙ୍ଗାବାଦର ନାମ ପରିବର୍ତ୍ତନ ହେବ, ନିଶ୍ଚୟ ହେବ । ମୋ ପିତା କଥା ଦେଇଥିଲେ, ତେଣୁ ମୁଁ ଏହାକୁ ନିଶ୍ଚୟ ପୂରଣ କରିବି । ଔରଙ୍ଗାବାଦ ଜିଲାର ନାମ ସଂଭାଜି ନଗର ହେବ । ଉଦ୍ଧବ ଠାକରେ ଶିବସେନା ରାଲିରେ ଏହା କହିଛନ୍ତି । ସେ କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ନାମ ବଦଳାଇବାକୁ ଦେଉନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ଆମେ ଔରଙ୍ଗାବାଦ ଏୟାରପୋର୍ଟର ନାମ ଛତ୍ରପତି ସଂଭାଜି ମହାରାଜଙ୍କ ନାମରେ ନାମିତ କରିବାକୁ ନିଷ୍ପତ୍ତି ନେଇଥିଲୁ । ଏଥିପାଇଁ ଦେଢ ବର୍ଷ ପୂର୍ବରୁ ରାଜ୍ୟର ବିଧାୟିକାରେ ରେଜୋଲ୍ୟୁଶନ ପାସ ବି ହୋଇଥିଲା । ଏନେଇ କେନ୍ଦ୍ର ସରକାରଙ୍କ ନିକଟକୁ ପ୍ରସ୍ତାବ ପଠାଯାଇଥିଲେ ବି ଏପର୍ଯ୍ୟନ୍ତ ଏହା ଉପରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ପରେ ବି ଚାଲି ଚାଲି ଘରକୁ ଫେରିବାକୁ ଚାହୁଁଛନ୍ତି ଲୋକେ

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣକୁ ରୋକିବାକୁ ସାରା ବିଶ୍ୱ ଏକ ପ୍ରକାର ଲକ୍‌ ଡାଉନ୍‌ ହୋଇଯାଇଛି। ଭାରତ ଏବେ ଏହି ଲକ୍‌ଡାଉନ୍‌ ମାଧ୍ୟମରେ କରୋନା ସହ ଲଢି...

ବିବିସି ଡକ୍ୟୁମେଣ୍ଟାରି ବ୍ୟାନ୍‌ ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ

ନୂଆଦିଲ୍ଲୀ,୩୦।୧(ପି.ଟି.) : ୨୦୦୨ ଗୁଜରାଟ ଦଙ୍ଗା ଉପରେ ବିବିସି ପ୍ରସ୍ତୁତ କରିଥିବା ଡକ୍ୟୁମେଣ୍ଟାରିକୁ କେନ୍ଦ୍ର ସରକାର ବେଆଇନ ଘୋଷଣା କରିବା ନିଷ୍ପତ୍ତିକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟରେ...

ମାଇନସ୍‌ ଡିଗ୍ରୀ ତାପମାତ୍ରାରେ ତପସ୍ୟା କଲେ ଯୋଗୀ

ନୂଆଦିଲ୍ଲୀ,୧୬।୨: କୁହାଯାଏ ତପସ୍ୟାର ଶକ୍ତି ଖୁବ୍‌ ଅଧିକ। ଏବେ ଭାଇରାଲ ହୋଇଥିବା ଏକ ଭିଡିଓ ଏହାର ସତ୍ୟତା ସମ୍ପର୍କରେ ସୂଚନା ଦେଉଛି ବୋଲି ଆଲୋଚନା ହେଉଛି।...

ଦାଦନଙ୍କୁ ୨ ମାସ ମାଗଣା ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୧ା୫(ଆଇଏଏନ୍‌ଏସ୍‌): କରୋନା ମହାମାରୀର ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଥିବାରୁ କାମଧନ୍ଦା ହରାଇ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧା ଓ ଆର୍ଥତ୍କ...

ପ୍ରଥମ ପର୍ଯ୍ୟାୟ ଟିକା ଖର୍ଚ୍ଚ କେନ୍ଦ୍ର ଦେବ

ନୂଆଦିଲ୍ଲୀ, ୧୨।୧(ପି.ଟି.): ଆସନ୍ତା ୧୬ ତାରିଖରୁ ଦେଶରେ କୋଭିଡ୍‌ ଟିକାକରଣ ଆରମ୍ଭ ହେବାକୁ ଯାଉଥିବାବେଳେ ପ୍ରଥମ ପର୍ଯ୍ୟାୟରେ ପାଖାପାଖି ୩ କୋଟି ସ୍ବାସ୍ଥ୍ୟକର୍ମୀ ଓ ଆଗଧାଡ଼ିର...

କ୍ୟାପଟେନଙ୍କ ପାକିସ୍ତାନି ବନ୍ଧୁଙ୍କୁ ନେଇ ବଢୁଛି କଳହ

ଚଣ୍ଡିଗଡ଼,୨୩ ।୧୦: ପଞ୍ଜାବ କଂଗ୍ରେସରେ କଳହ ଥମିବାର ନାଁ ନେଉନି । କ୍ୟାପଟେନ-ସିଦ୍ଧୁଙ୍କ ମଧ୍ୟରେ ଆରମ୍ଭ ହୋଇଥିବା କଳହ ଏବେ ଅରୁସା ଆଲମଙ୍କ ପାଖରେ ପହଞ୍ଚିଲାଣି...

୩ ସେନାର ଆଧୁନିକୀକରଣ ପାଇଁ ମେଗା ଯୋଜନା: ବ୍ୟୟ ହେବ ୧୩୦ ବିଲିୟନ ଡଲାର

ନୂଆଦିଲ୍ଲୀ,୧୦ା୯(ପି.ଟି.): ଆଗାମୀ ୫ରୁ ୭ ବର୍ଷ ମଧ୍ୟରେ ଭାରତୀୟ ସୈନ୍ୟବାହିନୀର ଆକ୍ରମଣ କ୍ଷମତା ବୃଦ୍ଧି ସହ ଏହାର ଆଧୁନିକୀକରଣ ଲାଗି ସରକାର ମେଗା ଯୋଜନା ପ୍ରସ୍ତୁତ...

ଟେକାମାଡ଼ରେ ଟ୍ରକ୍‌ ଡ୍ରାଇଭର ମୃତ

ଶ୍ରୀନଗର,୨୬ା୮(ପି.ଟି.): ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲା ଜରାଦିପୋରା ଉରାନହାଲ୍‌ ଅଞ୍ଚଳରେ ରବିବାର ରାତିରେ ଟେକାମାଡ଼ରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ୪୨ ବର୍ଷୀୟ ନୁର...

Advertisement
Archives

Model This Week