Posted inଜାତୀୟ

ମୁନାଓ୍ବରଙ୍କୁ ମିଳିଲାନି ଜାମିନ

ଭୋପାଳ,୨୯।୧: ହିନ୍ଦୁ ଦେବଦେବୀଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହୋଇଥିବା ଷ୍ଟାଣ୍ଡଅପ୍‌ କମେଡିଆନ ମୁନାଓ୍ବର ଫାରୁକିଙ୍କୁ ଜାମିନ ଦେବାକୁ ମନା କରିଦେଇଛନ୍ତି ମଧ୍ୟପ୍ରଦେଶ ହାଇକୋର୍ଟ। ସେ ଏଭଳି କରି ନ ଥିବାର କୌଣସି ପ୍ରମାଣ ନ ଥିବାରୁ ତାଙ୍କୁ ଜାମିନ ମିଳିପାରିବନି ବୋଲି କୋର୍ଟ କହିଛନ୍ତି। ମୁନାଓ୍ବର କୌଣସି ଠାକୁରଙ୍କୁ ଅପମାନିତ କରି ନ ଥିବା ନେଇ ଯୁକ୍ତି ବାଢ଼ିଥିଲେ ମଧ୍ୟ ନ୍ୟାୟାଳୟ ଏହାକୁ ଖାରଜ କରିଦେଇଥିଲେ। ଗତ ୨ ତାରିଖରେ ମୁନାଓ୍ବର ଓ ତାଙ୍କ ସହଯୋଗୀ ନଲିନ୍‌ ୟାଦବଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝୁଲାପୋଲ ଦୁର୍ଘଟଣା ମାମଲାରେ ରାଜ୍ୟ ସରକାରଙ୍କ ଅଧିକାରୀଙ୍କୁ ନୋଟିସ ଜାରି କଲେ ହାଇକୋର୍ଟ…

ଅହମଦାବାଦ,୭।୧୧ : ଗୁଜରାଟ ହାଇକୋର୍ଟ ମୋରବି ଝୁଳାପୋଲ ଦୁର୍ଘଟଣା ନେଇ ସ୍ବତଃପ୍ରବୃତ୍ତ ଭାବେ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ମାମଲାରେ ଗୁଜରାଟ ସରକାରଙ୍କ ଅଧିକାରୀମାନଙ୍କୁ କୋର୍ଟ...

ସ୍ଥାନ ପାଇପାରନ୍ତି ୨୭ ନୂଆ ମନ୍ତ୍ରୀ

ନୂଆଦିଲ୍ଲୀ, ୨୭।୬(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ଶେଷ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ପୁଣିଥରେ ଜୋର୍‌ ଧରିଛି।...

ମହାଭାରତ ସମୟରେ ପ୍ରସ୍ତୁତ ହୋଇଥିଲା ଗୁପ୍‌ଚୁପ୍‌

ନୂଆଦିଲ୍ଲୀ: ଗୁପ୍‌ଚୁପ୍‌ ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ନାମରେ ପରିଚିତ। ଏହା ପୁଚ୍‌କା, ପାନିପୁରୀ, ବତାଶେ ଭଳି ନାମରେ ଲୋକପ୍ରିୟତା ହାସଲ କରିଛି। ଗୁପ୍‌ଚୁପ୍‌...

ବିଜ୍ଞାପନ ବିବାଦ, ଭାଜପା- ଏଏପି ମୁହାଁମୁହିଁ…

ନୂଆଦିଲ୍ଲୀ, ୨୬।୧୨: ବିଜ୍ଞାପନ ନେଇ ଭାଜପା ଏବଂ ଆମ୍‌ ଆଦ୍‌ମୀ(ଏଏପି) ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜ୍ଞାପନରେ ଅନାବଶ୍ୟକ ଖର୍ଚ୍ଚ...

ଅପରାଧ ରୋକିବ ନୂଆ ପ୍ରଯୁକ୍ତି

ସୂରଯକୁଣ୍ଡ (ହରିୟାଣା),୨୯ା୧୦(ପି.ଟି.): ଅପରାଧ ରୋକିବା ଲାଗି ଏକ ପୋଲିସ ପ୍ରଯୁକ୍ତି ମିଶନ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗୁରୁତ୍ୱାରୋପ କରିଛନ୍ତି। ଏହି ମିଶନ ରାଜ୍ୟଗୁଡ଼ିକୁ...

ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ, ୩୯୬ ମୃତ

ନୂଆଦିଲ୍ଲୀ,୧୨।୬ : ମହାମାରୀ କରୋନା ଶୁକ୍ରବାର ଭାରତରେ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ...

କରୋନା ସମୟରେ ଭଲ କାମ କରିଥିବା ଶିକ୍ଷକଙ୍କୁ ସମ୍ମାନୀତ କରିବେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୪ ।୯: କରୋନା ସମୟରେ ଦିଲ୍ଲୀର ଶିକ୍ଷକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଛନ୍ତି । ଏବେ ଏଭଳି କେତେଜଣ ଶିକ୍ଷକଙ୍କୁ ଦିଲ୍ଲୀ ସରକାର ସମ୍ମାନୀତ କରିବାକୁ ଯାଉଛନ୍ତି...

ପଥର ଫିଙ୍ଗାଳିଙ୍କୁ ମିଳିବନି ସରକାରୀ ଚାକିରି, ପାସ୍‌ପୋର୍ଟ ହେବନି ଭେରିଫିକେଶନ

ଶ୍ରୀନଗର,୧ ।୮: ଜମ୍ମୁ-କଶ୍ମୀରରେ ପଥର ଫିଙ୍ଗାଳିଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପଥର ପିଙ୍ଗିବା ଭଳି ଘଟଣାରେ ସମ୍ପୃକ୍ତ ଥିବା ଯୁବକମାନଙ୍କୁ ଏଣିକି...

Advertisement
Archives

Model This Week