କାର୍ଯ୍ୟକ୍ଷମ ହେଉନି ଭେଣ୍ଡିଂ ଜୋନ୍‌, ଅନିଶ୍ଚିତତା ମଧ୍ୟରେ ଉଠା ଦୋକାନୀ

ଗଞ୍ଜାମ,୧୪।୧୨(ଡି.ଏନ.ଏ.): ବଜାର ବଣିକ ସଂଘର ଦୀର୍ଘ ବର୍ଷ ଦାବି ପରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ସହରର ବଡ ବଜାର ଏବଂ ସାନ ବଜାରଠାରେ ପ୍ରାୟ ୧୮ଟି ଭେଣ୍ଡିଂ ଜୋନ୍‌ ନିର୍ମାଣ କରାଯାଇଛିl ହେଲେ ନିର୍ମାଣ କାର୍ଯ୍ୟ ସରିବାର ସାତ ମାସରୁ ଉର୍ଦ୍ଧ୍ୱ ସମୟ ବିତି ଯାଇଥିଲେ ମଧ୍ୟ ଏଯାବତ୍‌ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଯାହାକୁ ନେଇ ଉଠା ଦୋକାନୀ ଏବଂ ସଂଘ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭେଣ୍ଡିଂ ଜୋନ୍‌ ମିଳିବାରେ ବିଳମ୍ବ ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଉଠା ପରିବା ଦୋକାନୀ କହିଛନ୍ତି l କେବେ ମିଳିବ ତାହା ଅନିଶ୍ଚିତତା ମଧ୍ୟରେ ଥିବା ସେମାନେ ଅଭିଯୋଗ କରିଛନ୍ତି l ଏ ନେଇ ଏନ୍‌ଏସି ବିଜେଡି ଯୁବସଭାପତି ତଥା ସାନ ବଜାର ବଣିକ ସଂଘ ସଭାପତି ସୁଧୀର କୁମାର ପାଢ଼ୀ କହିଛନ୍ତି, ଭେଣ୍ଡିଂ ଜୋନ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି ଏବଂ କେଉଁ କେଉଁ ଦୋକାନୀଙ୍କୁ ପ୍ରଦାନ କରାଯିବ ତାହା ମଧ୍ୟ ଚିଠା ପ୍ରସ୍ତୁତି ହୋଇସାରିଛି l ଖୁବ୍‌ଶୀଘ୍ର ଏହା କାର୍ଯ୍ୟକ୍ଷମ ହେବ ବୋଲି ସେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri