ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି ସମସ୍ୟା ସୃଷ୍ଟି କରିଥାଏ। ତେବେ ନିୟମିତ ବ୍ରେକଫାଷ୍ଟ ନ ଖାଇଲେ ତାହା ଆଉ ଏକ ସମସ୍ୟାକୁ ମଧ୍ୟ ଡାକି ଆଣିଥାଏ। ତାହା କ’ଣ ଜାଣନ୍ତି? ଆଳସ୍ୟତା। ସିଓଲ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକଥା ପ୍ରକାଶ କରିଛନ୍ତି।ବ୍ରେକ୍‌ଫାଷ୍ଟରେ ଅନିୟମିତତା କରୁଥିବା କେତେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନଶୈଳୀକୁ ସେମାନେ ଭଲ ଭାବରେ ଅନୁଧ୍ୟାନ କରିଥିଲେ। ପରିଶେଷରେ ଜଣାପଡିଥିଲା ଯେ ଏହାଦ୍ୱାରା ସେମାନଙ୍କ ମଧ୍ୟରୁ ପ୍ରାୟ ଅଧିକାଂଶ ବ୍ୟକ୍ତିଙ୍କଠାରେ ଆଳସ୍ୟତା ଦେଖିବାକୁ ମିଳିଥିଲା। ତେଣୁ ଜଣେ ବ୍ୟକ୍ତି ଠିକ୍‌ ସମୟରେ ବ୍ରେକଫାଷ୍ଟ ଖାଇବା ନିହାତି ଦରକାର। ସବୁବେଳେ ଏହାର ଖାଦ୍ୟ ତାଲିକାରେ ତଟକା ଫଳମୂଳ ସାମିଲ କରନ୍ତୁ। ଏସବୁ ଖାଦ୍ୟ ହାଲୁକା ହେବା ଆବଶ୍ୟକ। ବ୍ରେକଫାଷ୍ଟରେ ତେଲଜାତୀୟ ଖାଦ୍ୟ ଏବଂ ଗରିଷ୍ଠ ଖାଦ୍ୟ ଖାଆନ୍ତୁ ନାହିଁ। ଜୁସ୍‌କୁ ଏଥିରେ ସାମଲ କରିବାକୁ ଭୁଲନ୍ତୁ ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri