ଖାଲି କେଶରେ ନୁହେଁ ଏସବୁ ଥିରେ ବି ବ୍ୟବହାର କରାଯାଏ କଣ୍ଡିଶନର

କେଶକୁ ନରମ ଓ ଚିକ୍କଣ ରଖିବା ପାଇଁ କଣ୍ଡିଶନର ବ୍ୟବହାର କରାଯାଏ। ଏହା ଲମ୍ବା କେଶକୁ ଜଟା ସମସ୍ୟାରୁ ରକ୍ଷା କରିବା ସହ କେଶରେ ଚମକ ଆଣିଥାଏ। ଏହି କଣ୍ଡିଶନର ବିଭିନ୍ନ ପ୍ରକାରର ବ୍ୟବହାର ରହିଛି। ତେବେ ଜାଣନ୍ତୁ ଏ ସମ୍ପର୍କରେ…

ମେଲ୍ଡ ଡିଟରଜେଣ୍ଟ: ଅଧିକ ନରମ କପଡ଼ା ଯାହାର ସ୍ବତନ୍ତ୍ର ଯତ୍ନ ନେବାକୁ ପଡ଼ିଥାଏ। ସେହି ସବୁ କପଡ଼ାକୁ ଧୋଇବା ପାଇଁ କଣ୍ଡିଶନର ସାହାଯ୍ୟ ନେଇପାରିବେ। ଗରମ ପାଣିରେ ୩/୪ ବୁନ୍ଦା କଣ୍ଡିଶନର ପକାଇ ମେଲ୍ଡ ଡିଟରଜେଣ୍ଟ ପ୍ରସ୍ତୁତ କରନ୍ତୁ ସେଥିରେ କପଡ଼ା ପକାଇ ଧୋଇ ଦିଅନ୍ତୁ।

ମେକଅପ୍‌ ବ୍ରଶ୍‌: କଣ୍ଡିଶନର ସାହାଯ୍ୟରେ ମେକଅପ ବ୍ରଶ୍‌କୁ ସହଜରେ ସଫା କରି ହୋଇଥାଏ। ଏହାକୁ ସଫା କରିବା ସମୟରେ ତୂଳୀ ନଷ୍ଟ ହେବାର ଅଧିକ ସମ୍ଭାବନା ଥିବାରୁ ଗରମ ପାଣିରେ କିଛିବୁନ୍ଦା କଣ୍ଡିଶନର ପକାଇ ଦିଅନ୍ତୁ। ପରେ ଏହା ସମ୍ପୂର୍ଣ୍ଣ ସଫା ହୋଇଯାଏ।

ସେଭିଂ କ୍ରିମ୍‌ : କାଖତଳ, ଗୋଡ଼, କିମ୍ବା ହାତକୁ ସେଭିଂର ଆବଶ୍ୟକ ପଡ଼ିଥାଏ। ଯଦି ଘରେ ସେଭିଂ କ୍ରିମ୍‌ ସରିଯାଇଥାଏ। ଆଣଙ୍କ ସେଭିଂ ଜରୁରୀ ଥାଏ ତେବେ ଆପଣଙ୍କୁ ଚିନ୍ତା କରିବାର ନାହିଁ। ସେଭିଂ କ୍ରିମ୍‌ସ୍ଥାନରେ କଣ୍ଡିଶନର ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri