Posted inଖେଳ

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫିର ଅତିକମରେ ଦୁଇଟି ଦିନିକିଆ ମ୍ୟାଚ୍ ଖେଳିବାକୁ ବର୍ତ୍ତମାନର ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ବାଧ୍ୟତାମୂଳକ କରାଯାଇଛି।

ବିସିସିଆଇ ଚାହୁଁଛି ଯେ ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ ଟି-୨୦ ଡିସେମ୍ବର ୧୯, ଅହମଦାବାଦ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ଜାନୁଆରୀ ୧୧, ୨୦୨୬ ମଧ୍ୟରେ ଥିବା ତିନି ସପ୍ତାହର ବ୍ୟବଧାନରେ ସମସ୍ତ ବରିଷ୍ଠ ଖେଳାଳି ଘରୋଇ କ୍ରିକେଟ୍ ଖେଳନ୍ତୁ। ଏହି ନିର୍ଦ୍ଦେଶନାମା ଅଜିତ ଅଗରକରଙ୍କ ନେତୃତ୍ୱାଧୀନ ଜାତୀୟ ଚୟନ କମିଟି ଦ୍ୱାରା ଖେଳାଳିମାନଙ୍କୁ ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?