Posted inଖେଳ

କୋହଲି-ରୋହିତ ନୁହେଁ,ଏହି ଖେଳାଳିଙ୍କୁ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରିଛନ୍ତି ଲୋକେ

ନୂଆଦିଲ୍ଲୀ,୧୨।୧୨: ୨୦୨୩ ବର୍ଷ ଶେଷ ହେବାକୁ ଯାଉଛି। ଏହି ବର୍ଷ କ୍ରିକେଟ ଦୁନିଆରେ ଅନେକ ବଡ ଟୁର୍ନାମେଣ୍ଟ ଖେଳାଯାଇଥିଲା। ପ୍ରତିବର୍ଷ ପରି ଗୁଗଲ ଚଳିତ ବର୍ଷର ଗୁଗ୍‌ଲ ଟ୍ରେଣ୍ଡ ବିଷୟରେ ସୂଚନା ଦେଇଛି। ୨୦୨୩ରେ ସର୍ବାଧିକ ସର୍ଚ୍ଚ ଯାଇଥିବା ବିଷୟ ଉପରେ ଗୁଗଲ୍‌ ବିବରଣୀ ଦେଇଛି। ଚଳିତ ବର୍ଷ କ୍ରିକେଟ ଦୁନିଆରେ ସବୁଠାରୁ ଅଧିକ ସର୍ଚ୍ଚ କରାଯାଇଛି।

୨୦୨୩ରେ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରାଯାଇଥିବା କ୍ରୀଡା ଇଭେଣ୍ଟ
୧. ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) (IPL)

୨. କ୍ରିକେଟ ବିଶ୍ୱକପ (Cricket World Cup)

୩. ଏସିଆ କପ (Asia Cup)

୪. ମହିଳା ପ୍ରିମିୟର ଲିଗ (Women’s Premier League)

୫. ଏସୀଆନ୍‌ ଗେମ୍ସ (Asian Games)

୨୦୨୩ ରେ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରାଯାଇଥିବା ଖେଳାଳି
୧. ଶୁବମନ ଗିଲ (Shubman Gill)

୨. ରାଚିନ ରବିନ୍ଦ୍ର (Rachin Ravindra)

୩. ମହମ୍ମଦ ଶାମି (Mohammad Shami)

୪. ଗ୍ଲେନ ମ୍ୟାକ୍ସୱେଲ (Glenn Maxwell)

୫. ଡେଭିଡ ବେକହମ (David Bekham)

୬. ସୂର୍ଯ୍ୟକୁମାର ଯାଦବ (Suryakumar Yadav)

୭. ଟ୍ରାଭିସ ହେଡ (Travis Head)

୨୦୨୩ରେ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରାଯାଇଥିବା କ୍ରିକେଟ ମ୍ୟାଚ
୧. ଭାରତ ବନାମ ଅଷ୍ଟ୍ରେଲିଆ (IND ବନାମ AUS)

୨. ଭାରତ ବନାମ ନ୍ୟୁଜିଲ୍ୟାଣ୍ଡ (IND ବନାମ NZ)

୩. ଭାରତ ବନାମ ଶ୍ରୀଲଙ୍କା (IND ବନାମ SL)

୪. ଭାରତ ବନାମ ଇଂଲଣ୍ଡ (IND ବନାମ ENG)

୫. ଭାରତ ବନାମ ଆୟର୍ଲାଣ୍ଡ (IND ବନାମ IRE)

୨୦୨୩ରେ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରାଯାଇଥିବା କ୍ରିକେଟ ସମ୍ବନ୍ଧୀୟ ପ୍ରଶ୍ନ
୧. କ୍ରିକେଟରେ ଟାଇମଡ୍‌ ଆଉଟ୍‌ ନିୟମ କ’ଣ? (Timed Out Rule in Cricket)

୨. ଆଇପିଏଲରେ ଇମ୍ପାକ୍ଟ ପ୍ଲେୟାର କ’ଣ? (Impact Player in IPL)


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?