କରୋନା ମାର୍ଗଦର୍ଶିକାକୁ ଫୁ, ରାଜଧାନୀର ବଜାର ପୁଣି ବନ୍ଦ…

ନୂଆଦିଲ୍ଲୀ,୫।୭: କରୋନା ମାର୍ଗଦର୍ଶିକାକୁ ପାଳନ ନ କରାଯିବାରୁ ରାଜଧାନୀ ଦିଲ୍ଲୀରେ ବଜାରକୁ ପୁଣି ବନ୍ଦ କରି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଦିଲ୍ଲୀରେ ଷଷ୍ଠ ପର୍ଯ୍ୟାୟ ଅନ୍‌ଲକ୍‌ ସୋମବାରଠାରୁ ଆରମ୍ଭ ହେବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା। ତେବେ ବଜାର ଖୋଲିବାରୁ ଲୋକେ କରୋନା ମାର୍ଗଦର୍ଶିକା ପାଳନ ନ କରୁଥିବା ଦେଖାଯାଇଥିଳା। ତେଣ ସମ୍ଭାବ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁଣି ବଜାରକୁ ବନ୍ଦ କରି ଦିଆଯାଇଥିଲା। ଲାଜପତ୍‌ ନଗର-୨ର ସେଣ୍ଟ୍ରାଲ ମାର୍କେଟ୍‌, ପୁରୁଣା ଦିଲ୍ଲୀର ସଦର ବଜାର ଆଦିକୁ ବନ୍ଦ କରିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସେଣ୍ଟ୍ରାଲ ମାର୍କେଟ୍‌ ଆସୋସିଏଶନ୍‌କୁ କାରଣ ଦର୍ଶାଅ ନୋଟିସ୍‌ ଦିଆଯାଇଛି। ସେହିପରି ସଦର ବଜାରକୁ ଜୁଲାଇ ୬ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ମମତାଙ୍କ ଗୋଷ୍ଠୀକୁ ହାଇକୋର୍ଟରୁ ବଡ଼ ଝଟକା: ବିଧାନସଭା ବିରୋଧୀ ଦଳ ନେତା ରହିବେ…

କୋଲକାତା,୧୮।୮: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ନିଯୁକ୍ତି ମାମଲାରେ କୋଲକାତା ହାଇକୋର୍ଟ କୌଣସି ବି ଅନ୍ତରୀଣ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri