କେବଳ ସିଦ୍ଧୁ ନୁହେଁ, ସଲମାନ ବି ଥିଲେ ଲରେନ୍ସଙ୍କ ଟାର୍ଗେଟରେ

ମୁମ୍ବାଇ: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମେସେ ୱାଲାଙ୍କ ହତ୍ୟା ମାମଲା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି । ଏହି ହତ୍ୟା ପାଇଁ ଗ୍ୟାଙ୍ଗଷ୍ଟର ଲରେନ୍ସ ବଶ୍ନୋଇ ଓ ଗୋଲଡି ବରାଡ ନିଜକୁ ଦାୟୀ କରିଛନ୍ତି । ୨୯ ମେ’ରେ ଏହି ଗ୍ୟାଙ୍ଗଷ୍ଟର ସିଦ୍ଧୁଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି । ଫଳରେ ମ୍ୟୁଜିକ ଦୁନିଆରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ।
ଏବେ ଆଉ ଏକ ଘଟଣାକ୍ରମ ସାମ୍ନାକୁ ଆସିଛି । ମିଳିଥିବା ସୂଚନା ଅନୁଯାୟୀ, ଗ୍ୟାଙ୍ଗଷ୍ଟର ଲରେନ୍ସ ବଶ୍ନୋଇ ଏକଦା ବଲିଉଡ ଦବଙ୍ଗ ଖାଁ ସଲମାନଙ୍କୁ ବି ହତ୍ୟା କରିବାକୁ ଯୋଜନା କରିଥିଲେ । ୨୦୧୮ରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବଶ୍ନୋଇ ଜେଲରେ ଥାଇ ସଲମାନଙ୍କୁ ହତ୍ୟା ଧମକ ଦେଇଥିଲେ । ଏହାର କାରଣ ଥିଲା କୃଷ୍ଣସାର ମୃଗ ଶିକାର ମାମଲା । ମୁଭି ‘ରେଡି’ର ଶୁଟିଂ ସମୟରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବଶ୍ନୋଇ ଗୁପ ସଲମାନଙ୍କୁ ହତ୍ୟା କରିବାର ଯୋଜନା କରିଥିଲେ । ହେଲେ ଲରେନ୍ସଙ୍କୁ ତାଙ୍କ ମନ ପସନ୍ଦର ମାରଣାସ୍ତ୍ର ନ ମଳିବାରୁ ଏହି ଯୋଜନା ପଣ୍ଡ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri