Posted inଫୁରସତ

ପେଣ୍ଟିଂ ନୁହେଁ, ଏମ୍ବ୍ରୋଏଡରି ଓ୍ବାର୍କ

ଯେତେବେଳେ ଦୁଇଜଣ ଭିନ୍ନ ଧରଣର କଳାକାର ଏକାଠି ହୁଅନ୍ତି, ସେଠି ଜନ୍ମ ନିଏ ଏକ ନୂଆ କଳାର ଧାରା। ଠିକ୍‌ ଯେମିତି ଭିଏତ୍‌ନାମର ପାରମ୍ପରିକ ଏମ୍ବ୍ରୋଏଡରି କାରିଗର ହୋଆଙ୍ଗ ଲି ଜୁଆନ୍‌ ଓ ପେଣ୍ଟର୍‌ ଏକ୍ସକ୍ୟୁ ଡଲାତ୍‌ ଏକାଠି ହୋଇ ସୃଷ୍ଟି କରିଛନ୍ତି ଏକ ନୂଆ କଳା। ସେ ହେଉଛି ଏମ୍ବ୍ରୋଏଡରି ପେଣ୍ଟିଂ। ଏମ୍ବ୍ରୋଏଡରି ମାଧ୍ୟମରେ ଦୁହେଁ ଏଭଳି ପେଣ୍ଟିଂ ତିଆରି କରୁଛନ୍ତି, ଯାହାକୁ ଦେଖିଲେ ବିଶ୍ୱାସ କରି ହୁଏନା ତାହା ରେଶମ ସୂତାରେ ତିଆରି ଏମ୍ବ୍ରୋଏଡରି ବୋଲି। ଲାଗେ ସତେ ଯେମିତି ତାହା ରଙ୍ଗ ତୂଳୀରେ ତିଆରି ପେଣ୍ଟିଂ। ଏହି ମାଷ୍ଟରପିସ୍‌ ପେଣ୍ଟିଂକୁ ନେଇ ସେମାନେ କରୁଥିବା ବ୍ୟବସାୟ ଏବେ ଅନ୍ତର୍ଜାତୀୟ ସ୍ତରର ପାଲଟିଗଲାଣି। ଗ୍ରାହକଙ୍କ ଚାହିଦା ପୂରଣ ପାଇଁ ଦୁହେଁ ଦକ୍ଷତାସମ୍ପନ୍ନ ୩୦୦୦ ଏମ୍ବ୍ରୋଏଡରି କାରିଗର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରରେ ଲୁଚି ମଣିଷର ଜାସୁସୀ କରୁଛନ୍ତି ଏଲିଅନ! ବୈଜ୍ଞାନିକଙ୍କ ଏହି ଚେତାବନୀ ସାରା ବିଶ୍ୱରେ ସୃଷ୍ଟି କଲାଣି ଆତଙ୍କ

ବିଗତ ଅନେକ ବର୍ଷ ଧରି ଏହି ସୌରମଣ୍ଡଳରେ ଏଲିଅନଙ୍କ ଉପସ୍ଥିତିକୁ ନେଇ ଅନେକ ବଡ଼ ବଡ଼ ଦାବି କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଏହା ଏକ ଅସମାହିତ ପ୍ରଶ୍ନ…

୩୫ ବର୍ଷ ପରେ ଦେଶରେ ନୂଆ ସାପ ପ୍ରଜାତି ଚିହ୍ନଟ : ସାମ୍ନାକୁ ଆସିଲା ରହସ୍ୟମୟ ଦୋମୁହାଁ ସାପ

ଥର୍‌ ମରୁଭୂମି ବିକାନେରର ଜୋଡ଼ବୀଡ଼ କଞ୍ଜରଭେସନ ରିଜର୍ଭରେ ମିଳିଥିବା ଏକ ବିରଳ ସାପର ଚିହ୍ନଟ ‘ସିସ୍ତାନ ସ୍ୟାଣ୍ଡ ବୋଆ’ (Eryx sistanensis) ଭାବରେ କରାଯାଇଛି। ବୈଜ୍ଞାନିକମାନଙ୍କ ଅନୁଯାୟୀ,…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଅଜଗରକୁ କୋଳରେ ଧରି ରିଲ୍ସ କରୁଥିଲେ ମହିଳା,ଏବେ ଭଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୦।୦୬: ସୋସିଆଲ ମିଡିଆରେ ଲୋକମାନେ ଲାଇକ ଏବଂ ଭ୍ୟୁ ପାଇଁ କେତେ ଦୂର ଯାଆନ୍ତି ତାହା ଦେଖାଇ ଆଉ ଏକ ଆଶ୍ଚର୍ଯ୍ୟଜନକ ଉଦାହରଣ ସାମ୍ନାକୁ ଆସିଛି। ବର୍ତ୍ତମାନ…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍‌ ଧରିବାରୁ ପରିବାର ଲୋକେ…

ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri