ପରାଜୟ ପାଇଁ ପାଣ୍ଡିଆନ୍‌-ବବି ନୁହନ୍ତି, ଏହି ହେଉଛନ୍ତି ବଡ଼ ଦାୟୀ: ବିଜେଡି ସାଂସଦ ଦେବାଶିଷଙ୍କ ବଡ଼ ବୟାନ

ଭୁବନେଶ୍ୱର,୮।୭: ବିଜେଡି ପରାଜୟ ନେଇ କାର୍ତ୍ତିକ ପାଣ୍ଡିଆନ୍‌ ଏବଂ ପ୍ରଣବ ପ୍ରକାଶ ଦାସ (ବବି)ଙ୍କୁ କ୍ଲିନ ଚିଟ୍‌ ଦେଲେ ବିଜେଡି ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ବିଜେଡି ପରାଜୟ ପାଇଁ ଏ ଦୁହେଁ ଆଦୌ ଦାୟୀ ନୁହନ୍ତି । ଆଉ କିଛି ଭୁଲ୍‌ ଥାଇପାରେ। ଏପରିକି ପ୍ରାଥିତ୍ୱକୁ ନେଇ ଭୁଲ୍‌ ଥାଇପାରେ। ହେଲେ ଏମିତି ପାଣ୍ଡିଆନ୍‌ଙ୍କୁ ବ୍ଲେମ୍‌ କରାଯିବା ଉଚିତ୍‌ ନୁହେଁ।

ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପାଇଁ ଦଳର ତୃଣମୂଳଠୁ ଆରମ୍ଭ କରି ଶୀର୍ଷସ୍ତରର ନେତା ପର୍ଯ୍ୟନ୍ତ ସମସ୍ତେ ଭିକେ ପାଣ୍ଡିଆନ, ଡିଏସ କୁଟ୍ଟେ, ପ୍ରଣବପ୍ରକାଶ ଦାସ(ବବି) ଓ ମାନସ ମଙ୍ଗରାଜଙ୍କୁ ଦାୟୀ କରିବା ସହ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରୁଛନ୍ତି । ଏହି ସମୟରେ ସଭାପତି ନବୀନ ପଟ୍ଟନାୟକ ସମସ୍ତଙ୍କ ସହ ଅଣଆନୁଷ୍ଠାନିକ ବୈଠକ କରୁଛନ୍ତି। ଆନୁଷ୍ଠାନିକ ଭାବେ ବୈଠକ ହେଲା ବେଳେ ସବୁ କଥା ଜଣାପଡ଼ିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri