ପ୍ରଭାସ ନୁହେଁ, ଏହି କ୍ରିକେଟର୍‌ ଥିଲେ ଅନୁଷ୍କାଙ୍କ ପ୍ରଥମ ପ୍ରେମ

ସାଉଥ ସିନେମାର ସୁନ୍ଦର ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ ଆଜି ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ନଭେମ୍ବର ୭, ୧୯୮୧ରେ ମାଙ୍ଗାଲୋରରେ ଜନ୍ମଗ୍ରହଣ କରିଥିଲେ। ୨୦୦୫ରୁ ସେ ଚଳଚ୍ଚିତ୍ରରେ ସକ୍ରିୟ ଅଛନ୍ତି। ‘ବାହୁବଳୀ’ରେ ଦେବସେନା ଭୂମିକାରେ ଅଭିନୟ କରି ସେ ସାରା ବିଶ୍ୱରେ ଚର୍ଚ୍ଚିତ ହୋଇଥିଲେ। ଅଧିକାଂଶ ଲୋକ ତାଙ୍କର ପ୍ରଥମ ପ୍ରେମ ଅଭିନେତା ପ୍ରଭାସ ବୋଲି ଭାବନ୍ତି। ତାଙ୍କ ସହ ଥିବା ସମ୍ପର୍କ ପାଇଁ ସେ ଅନେକ ଚର୍ଚ୍ଚାରେ ରହିଛନ୍ତି। କିନ୍ତୁ ଅନୁଷ୍କାଙ୍କର ପ୍ରଥମ ପ୍ରେମ କୌଣସି ଅଭିନେତା ନୁହଁନ୍ତି ବରଂ କ୍ରିକେଟର ଥିଲେ।
ତେଲୁଗୁ ଚଳଚ୍ଚିତ୍ର ‘ସୁପର’ରୁ ତାଙ୍କ ଚଳଚ୍ଚିତ୍ର କ୍ୟାରିଅର୍‌ ଆରମ୍ଭ କରିଥିବା ଅଭିନେତ୍ରୀ ଅନୁଷ୍କା ସେଟ୍ଟୀଙ୍କ ସାରା ବିଶ୍ୱରେ ପ୍ରଶଂସକ ଅଛନ୍ତି। ସେ ବଡ କଳାକାରଙ୍କ ସହ କାମ କରିଛନ୍ତି । ତାଙ୍କର ଏବଂ ପ୍ରଭାସଙ୍କ ସମ୍ପର୍କ ବିଷୟରେ ଅନେକ ଖବର ଆସିଛି। କିନ୍ତୁ ତାଙ୍କର ପ୍ରଥମ ପ୍ରେମ ସେ ନୁହେଁ ବରଂ ଜଣେ ଭାରତୀୟ କ୍ରିକେଟର। ସେହି ଥିଲେ କ୍ରିକେଟର ରାହୁଲ ଦ୍ରାଭିଡ। ଅନୁଷ୍କା ନିଜେ ଏହି କଥା ପ୍ରକାଶ କରିଛନ୍ତି ଯେ ତାଙ୍କର ପ୍ରଥମ କ୍ରସ ଜଣେ କ୍ରିକେଟର। ସାକ୍ଷାତକାରରେ ସେ କ୍ରିକେଟର ରାହୁଲ ଦ୍ରାବିଡଙ୍କୁ ତାଙ୍କର ପ୍ରଥମ କ୍ରସ ବୋଲି କହିଥିଲେ। ଏକ ସମୟ ଥିଲା ଯେତେବେଳେ ସେ ତାଙ୍କୁ ଭଲ ପାଉଥିଲେ। ତେବେ ଦୁହେଁ କେବେ ଦେଖା ସାକ୍ଷାତ ହୋଇ ନ ଥିଲେ।
ଅନୁଷ୍କା ଶେଟ୍ଟୀଙ୍କ ଜନ୍ମଦିନ ଅବସରରେ ଆଗାମୀ ଫିଲ ପ୍ରଭାସଙ୍କ ଫିଲ୍ମ ରାଧେ ଶ୍ୟାମ କରିବେ ବୋଲି ଘୋଷଣା କରିଛନ୍ତି। ଅନୁଷ୍କା ଏହି ସୂଚନା ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri