ପ୍ରଭାସ ନୁହେଁ, ଏହି କ୍ରିକେଟର୍‌ ଥିଲେ ଅନୁଷ୍କାଙ୍କ ପ୍ରଥମ ପ୍ରେମ

ସାଉଥ ସିନେମାର ସୁନ୍ଦର ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ ଆଜି ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ନଭେମ୍ବର ୭, ୧୯୮୧ରେ ମାଙ୍ଗାଲୋରରେ ଜନ୍ମଗ୍ରହଣ କରିଥିଲେ। ୨୦୦୫ରୁ ସେ ଚଳଚ୍ଚିତ୍ରରେ ସକ୍ରିୟ ଅଛନ୍ତି। ‘ବାହୁବଳୀ’ରେ ଦେବସେନା ଭୂମିକାରେ ଅଭିନୟ କରି ସେ ସାରା ବିଶ୍ୱରେ ଚର୍ଚ୍ଚିତ ହୋଇଥିଲେ। ଅଧିକାଂଶ ଲୋକ ତାଙ୍କର ପ୍ରଥମ ପ୍ରେମ ଅଭିନେତା ପ୍ରଭାସ ବୋଲି ଭାବନ୍ତି। ତାଙ୍କ ସହ ଥିବା ସମ୍ପର୍କ ପାଇଁ ସେ ଅନେକ ଚର୍ଚ୍ଚାରେ ରହିଛନ୍ତି। କିନ୍ତୁ ଅନୁଷ୍କାଙ୍କର ପ୍ରଥମ ପ୍ରେମ କୌଣସି ଅଭିନେତା ନୁହଁନ୍ତି ବରଂ କ୍ରିକେଟର ଥିଲେ।
ତେଲୁଗୁ ଚଳଚ୍ଚିତ୍ର ‘ସୁପର’ରୁ ତାଙ୍କ ଚଳଚ୍ଚିତ୍ର କ୍ୟାରିଅର୍‌ ଆରମ୍ଭ କରିଥିବା ଅଭିନେତ୍ରୀ ଅନୁଷ୍କା ସେଟ୍ଟୀଙ୍କ ସାରା ବିଶ୍ୱରେ ପ୍ରଶଂସକ ଅଛନ୍ତି। ସେ ବଡ କଳାକାରଙ୍କ ସହ କାମ କରିଛନ୍ତି । ତାଙ୍କର ଏବଂ ପ୍ରଭାସଙ୍କ ସମ୍ପର୍କ ବିଷୟରେ ଅନେକ ଖବର ଆସିଛି। କିନ୍ତୁ ତାଙ୍କର ପ୍ରଥମ ପ୍ରେମ ସେ ନୁହେଁ ବରଂ ଜଣେ ଭାରତୀୟ କ୍ରିକେଟର। ସେହି ଥିଲେ କ୍ରିକେଟର ରାହୁଲ ଦ୍ରାଭିଡ। ଅନୁଷ୍କା ନିଜେ ଏହି କଥା ପ୍ରକାଶ କରିଛନ୍ତି ଯେ ତାଙ୍କର ପ୍ରଥମ କ୍ରସ ଜଣେ କ୍ରିକେଟର। ସାକ୍ଷାତକାରରେ ସେ କ୍ରିକେଟର ରାହୁଲ ଦ୍ରାବିଡଙ୍କୁ ତାଙ୍କର ପ୍ରଥମ କ୍ରସ ବୋଲି କହିଥିଲେ। ଏକ ସମୟ ଥିଲା ଯେତେବେଳେ ସେ ତାଙ୍କୁ ଭଲ ପାଉଥିଲେ। ତେବେ ଦୁହେଁ କେବେ ଦେଖା ସାକ୍ଷାତ ହୋଇ ନ ଥିଲେ।
ଅନୁଷ୍କା ଶେଟ୍ଟୀଙ୍କ ଜନ୍ମଦିନ ଅବସରରେ ଆଗାମୀ ଫିଲ ପ୍ରଭାସଙ୍କ ଫିଲ୍ମ ରାଧେ ଶ୍ୟାମ କରିବେ ବୋଲି ଘୋଷଣା କରିଛନ୍ତି। ଅନୁଷ୍କା ଏହି ସୂଚନା ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri