ଯୁବକଙ୍କୁ ଅଜ୍ଞାତରେ ନୁହେଁ, ଥାନାରେ କରାଯାଉଛି ଜେରା: ପୋଲିସ କମିଶନର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ନ୍ୟାଶନାଲ ଇନ୍‌ଭେଷ୍ଟିଗେସନ ଏଜେନ୍ସି ଟିମ୍‌ (NIA) ଭୁବନେଶ୍ୱରରୁ ଜଣଙ୍କୁ ଉଠାଇ ନେଇ ଖଣ୍ଡଗିରି ଥାନାରେ ପଚରାଉଚରା କରୁଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସେ କହିଛନ୍ତି, ଉକ୍ତ ଯୁବକଙ୍କୁ ଅଜ୍ଞାତରେ ନୁହେଁ; ଖଣ୍ଡଗିରି ଥାନାରେ ଜେରା କରାଯାଉଛି। ଅନାବଶ୍ୟକ ଭାବେ ଅଯଥା କଳ୍ପନା ଜଳ୍ପନା ନ କରିବାକୁ ଗଣମାଧ୍ୟମକୁ କମିଶନର ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ତଦନ୍ତରେ ଭରସା ନାହିଁ: ସୌମ୍ୟଙ୍କ ବାପା

ଖଇରା,୨୪।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି ଏସ୍‌ପି...

ବାଲି ମାଫିଆଙ୍କ ଆତଙ୍କରାଜ୍‌ ଆର୍‌ଆଇ, ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବାଲି ମାଫିଆମାନେ ବେଆଇନ ଭାବେ ବାଲି ଚାଲାଣ...

ଲୋକସମ୍ପର୍କ ମନ୍ତ୍ରୀଙ୍କ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ: ଆହାର କେନ୍ଦ୍ରରେ ଭୋଜନ

ଜୟପୁର,୨୬।୧୦(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶନିବାର ଅଚାନକ ପରିଦର୍ଶନ କରିଛନ୍ତି ।...

ଦାରୁଠେଙ୍ଗ ଡମ୍ପିଂୟାର୍ଡ ବିବାଦ, ପୁଣି ହେବ ଆଲୋଚନା: ଲିଖିତ ପ୍ରତିଶ୍ରୁତି ଦେଲେ ଡମ୍ପିଂୟାର୍ଡ ଖୋଲିବ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ବାରମ୍ବାର ଆଲୋଚନା, ବୈଠକ ହେବା ସତ୍ତ୍ୱେ ଦାରୁଠେଙ୍ଗ ଡମ୍ପିଂୟାର୍ଡ ସମସ୍ୟାର ସମାଧାନ ହୋଇପାରୁନି। ବିଏମ୍‌ସି ମୁଖ୍ୟାଳୟରେ ଗତ ୬ତାରିଖର ବୈଠକ ପରେ ଗୁରୁବାର ଆୟୋଜିତ...

ଛାତ୍ରୀଙ୍କୁ ଅସଦାଚରଣ ନେଇ ଉତ୍ତେଜନା: ଚାନ୍ଦପୁର ମହିଳା କଲେଜ ଅଶାନ୍ତ, ଫାଟକ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ

ରଣପୁର,୨୭ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟରେ ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ନେଇ...

ପଲିଥିନ୍‌ ତଲେ ଅସାହା ଜୀବନ୍‌ ଘଟନା : ପଁଚେତ୍‌ ଆଘେ ଅନଶନରେ ଗରିବ୍‌ ପରିବାର

  ପାଇକମାଳ,୨୯ା୧୦ (ଡି.ଏନ୍‌.ଏ.)- ପାଇକମାଳ ବ୍ଲକ ମାଣ୍ଡୋସିଲ ପଁଚେତ୍‌ ଡୁମେରବାହାଲ ଗଁାର କଷ୍ଟ ସାହୁ। ସରକାରୀ ଯୋଜନାରେ ଘରଖଁଡ଼େ ଆର ରାଶନ କାର୍ଡ ଦାବିରେ ସୋମବାରନୁ...

ରାଜଧାନୀ ଭିଡ଼ ବଢ଼ାଇଲା ସଂକ୍ରମଣ

ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ଭୂତାଣୁ ଏବେ ପୁଣି ସକ୍ରିୟ ହୋଇଉଠିଛି। ଲୋକେ ନିୟମ ମାନୁ ନ ଥିବାରୁ ସଂକ୍ରମଣ ଉପରମୁହାଁ ହେଉଛି। ବିଶେଷକରି ରାଜଧାନୀ...

ଆଜିଠାରୁ ବିଧାନସଭା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଷୋଡ଼ଶ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଅଧିବେଶନ ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୭ ତାରିଖ ଯାଏ ଚାଲିବ। ଅକ୍ଟୋବର...

Advertisement
Archives

Model This Week