Posted inଜାତୀୟ

ବିରାଟ କୋହଲି ନୁହେଁ, ଇନଷ୍ଟାଗ୍ରାମରୁ ସବୁଠୁ ଅଧିକ ଟଙ୍କା ରୋଜଗାର କରନ୍ତି ଏହି ଖେଳାଳି, ନାଁ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୩୦।୧: ଭାରତୀୟ କ୍ରିକେଟର୍‌ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣି ଆକ୍ଟିଭ୍‌ ହୋଇଯାଇଛି। ଗୋଟିଏ ଦିନ ପୂର୍ବରୁ ହଠାତ୍‌ ତାଙ୍କ ଆକାଉଣ୍ଟ ବନ୍ଦ ହୋଇଯାଇଥିଲା। ବନ୍ଦ ହୋଇଯିବା ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଚିନ୍ତାର କାରଣ ପାଲଟିଥିଲା। କିନ୍ତୁ ତାଙ୍କ ଆକାଉଣ୍ଟ ପୁଣି ଥରେ ଆକ୍ଟିଭ୍‌ ହୋଇଛି।
ରିପୋର୍ଟ ଅନୁଯାୟୀ, ବିରାଟ କୋହଲି ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଗୋଟିଏ ପୋଷ୍ଟ ପାଇଁ ୧୨ କୋଟି ନିଅନ୍ତି। କୋହଲି ନିଶ୍ଚିତ ଭାବରେ ଇନଷ୍ଟାରୁ ସର୍ବାଧିକ ରୋଜଗାର କରୁଥିବା କ୍ରିକେଟର। କିନ୍ତୁ ଇନଷ୍ଟାଗ୍ରାମରୁ ସର୍ବାଧିକ ରୋଜଗାର କରୁଥିବା ଖେଳାଳି ହେଉଛନ୍ତି ପର୍ତ୍ତୁଗାଲ ଷ୍ଟାର ଫୁଟବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡ। କ୍ରିଷ୍ଟିଆନୋ ରୋନାଲ୍ଡ ଗୋଟିଏ ଇନଷ୍ଟାଗ୍ରାମ ପୋଷ୍ଟ ପାଇଁ ୩.୨୩ ମିଲିୟନ କିମ୍ବା ୨୭ କୋଟି ପର୍ଯ୍ୟନ୍ତ ଚାର୍ଜ କରନ୍ତି। ଇନଷ୍ଟାଗ୍ରାମରେ ସର୍ବାଧିକ ରୋଜଗାର କରୁଥିବା ଖେଳାଳି ଭାବରେ ରୋନାଲ୍ଡୋ ଅଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri