ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍‌ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ଏନେଇ ଗୁରୁବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଲୋକ ସମ୍ପର୍କ ଅଧିକାରୀ ଶରତ କର ସୂଚନା ଦେଇଛନ୍ତି।

ବିଜୟ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। ହେଲେ ପରବର୍ତ୍ତୀ ସମୟରେ ତାଙ୍କ ନିକଟରେ ଅନେକ ଜଟିଳତା ଦେଖାଦେଇଥିଲା। ଫଳରେ ସେ ଗୁରୁତର ହୋଇଯାଇଥିଲେ। ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦ ନିଆଯାଇଥିଲା। ସେଠାରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ତେବେ ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ପରିବାର, ବନ୍ଧୁ ଏବଂ ଛାତ୍ରମାନଙ୍କ ପ୍ରତି ସମବେଦନା ବ୍ୟକ୍ତ କରିଛନ୍ତି। ବିଶିଷ୍ଟ ଶିକ୍ଷାବିତ୍‌ ତଥା ଉଦ୍ୟୋଗୀ ବିଜୟ ସାହୁଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ସରକାରୀ ବିଦ୍ୟାଳୟ ଶିକ୍ଷାକୁ ପରିବର୍ତ୍ତନ କରିବାରେ ତାଙ୍କର ଅଗ୍ରଣୀ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri