ଡିଏଫ୍‌ଓ, ରୋଷେୟାଙ୍କ ବିରୋଧରେ କିଛି ମିଳିଲା ନାହିଁ

ଭୁବନେଶ୍ୱର,୮ା୧୦: ବହୁ ଚର୍ଚ୍ଚିତ ପାରଳାଖମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଡିଏଫ୍‌ଓ ଏବଂ ରୋଷେୟାଙ୍କୁ କ୍ଲିନ ଚିଟ୍‌ ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା। ତଦନ୍ତରୁ ଡିଏଫ୍‌ଓ ସଂଗ୍ରାମ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ କୌଣସି ବଳିଷ୍ଠ ପ୍ରମାଣ ମିଳିନାହିଁ। ଆଉ ସୌମ୍ୟଙ୍କ ମୃତ୍ୟୁ କାଳୀନ ଜମାନବନ୍ଦୀକୁ ଆଧାର ଏବଂ ତଦନ୍ତର ନିର୍ଯ୍ୟାସ ଅନୁସାରେ କ୍ୱାର୍ଟସରେ ହିଁ ଘଟଣା ଘଟିଛି। ଦୁହିଁଙ୍କ ଏହି ଘଟଣାରେ ଭୂମିକା ନ ଥିବା କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି। ଏଣୁ ସୌମ୍ୟଙ୍କ ମୃତ୍ୟୁକୁ ଏକ ଦୁର୍ଘଟଣା କୁହାଯାଇ ପାରିବ। କିରାସିନିରୁ ଦେହରେ ନିଆଁ ଲାଗିଥିଲା। ସ୍ତ୍ରୀ ବିଦ୍ୟାଭାରତୀ ଲିଭାଇବାକୁ ଚେଷ୍ଟା କରି ନ ଥିଲେ। ଏପରିକି ପାଟି କରି କାହାରିକୁ ନିଆଁ ଲିଭାଇବାକୁ ଡାକି ନ ଥିଲେ। ଏହା ଅପରାଧ। ଏଥିଲାଗି ତାଙ୍କ ଉପରେ କାର୍ଯ୍ୟନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri