Posted inଖେଳ

ବିରାଟଙ୍କ ଉଇକେଟ ପରେ ଦର୍ଶକଙ୍କ ନୀରବତା ଦେଇଥିଲା ଆତ୍ମସନ୍ତୁଷ୍ଟ: ଅଷ୍ଟ୍ରେଲିଆ ଅଧିନାୟକ କୁମିନ୍ସ

ନୂଆଦିଲ୍ଳୀ,୨୧ା୧୧: ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ଷଷ୍ଠ ଥର ପାଇଁ ବିଶ୍ୱକପ ଟ୍ରଫି ଜିତିଥିଲା। ବିଶ୍ୱକପ ବିଜୟ ମଧ୍ୟରେ ବିରାଟ କୋହଲିଙ୍କ ଉଇକେଟ ଆତ୍ମସନ୍ତୁଷ୍ଟି ପ୍ରଦାନ କରିଥିଲା ବୋଲି କହିଛନ୍ତି କୁମିନ୍ସ।

ଏହି ଉଇକେଟ ପତନ ପରେ ୯୦ ହଜାର ଦର୍ଶକ ଯେତେବେଳେ ନୀରବ ହୋଇଯାଇଥିଲେ ତାହା ବେଶ୍‌ ସନ୍ତୋଷଜନକ ଥିଲା। ପଞ୍ଚମ ଅଷ୍ଟ୍ରେଲୀୟ ଅଧିନାୟକ ଭାବେ କୁମିନ୍ସ ବିଶ୍ୱକପ ଜିତିଥିବା ବେଳେ ଏହା ତାଙ୍କୁ ଆଉଥରେ ଦିନିକିଆ କ୍ରିକେଟ ପ୍ରେମରେ ପକାଇଛି ବୋଲି କହିଛନ୍ତି।

ବିରାଟ କୋହଲି ୫୪ ରନ୍‌ରେ ବ୍ୟାଟିଂ କରୁଥିବା ବେଳେ କୁମିନ୍ସ ତାଙ୍କୁ ବୋଲ୍ଡ କରିଥିଲେ। କୋହଲିଙ୍କୁ ଆଉଟ କରିବାର ମୁହୂର୍ତ୍ତ ଏତେ ବଡ଼ ରହିଥିଲା କି ଅଷ୍ଟ୍ରେଲିଆ ଦଳ ପୁନର୍ବାର ଏକ ହଡଲ୍‌ରେ ଠିଆ ହୋଇଥିଲା। କୋହଲି ଆଉ ଏକ ଭଲ ଇନିଂସ ଖେଳିଥିବା ବେଳେ ସେ ଶତକ ହାସଲ କରିବା ନେଇ ସମଗ୍ର ଅଷ୍ଟ୍ରେଲିଆ ଦଳ ଆଶା କରୁଥିଲା। ତେବେ କୋହଲିଙ୍କ ଉଇକେଟ ପତନ ପରେ ଯେତେବେଳେ ସମଗ୍ର ଷ୍ଟାଡିୟମ ନୀରବି ଯାଇଥିଲା ସେହି ମୁହୂର୍ତ୍ତକୁ ସମ୍ମାନ ଦେବା ପାଇଁ ଆମେ ଆଉ ଥରେ ହଡଲ୍‌ରେ ଛିଡା ହୋଇଥିଲୁ। ଏହା ପୂର୍ବରୁ କୁମିନ୍ସ ଅଷ୍ଟ୍ରେଲିଆକୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଓ ଆଶେସ୍‌ରେ ମଧ୍ୟ ବିଜୟୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri