ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ନୋଟିସ୍‌

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଛି କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ବାଚସ୍ପତି ସୁରମା ପାଢ଼ୀ ନୋଟିସ୍‌କୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ ଗୃହରେ ହଟ୍ଟଗୋଳ ହୋଇଥିଲା। ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା କୋହଳ ଘୋଷଣାରେ ଉଭୟ ବିରୋଧୀ ଏବଂ କଂଗ୍ରେସ ହୋ-ହଲ୍ଲା କରିଥିଲେ। ଗୃହ ଚାଲିଥିବା ବେଳେ କାହିଁକି ବାହାରେ ଘୋଷଣା କଲେ ବୋଲି ପ୍ରଶ୍ନ କରି ଉଭୟ ବିରୋଧୀ ଏବଂ କଂଗ୍ରେସ ହୋ-ହଲ୍ଲା କରିଥିଲେ। ଏବେ ଆଲୋଚନା ଜାରି ରହିଛି।

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କଂଗ୍ରେସ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିବ ବୋଲି ପୂର୍ବରୁ ବିଧାୟକ ତାରା ପ୍ରସାଦ ବାହିନୀପତି କହିଥିଲେ। ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ପାହ୍ୟା କି ସ୍ବତନ୍ତ୍ର ପ୍ୟାକେଜ କଥା ଉଠାଇଲେ ନାହିଁ । ଆଦିବାସୀ ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପ୍ରସଙ୍ଗ ଉଠାଇ ନାହାନ୍ତି। ତେବେ ରତ୍ନ ରତ୍ନଭଣ୍ଡାରକୁ ନେଇ ରାଜନୀତି ନ ହେଉ। ଜଷ୍ଟିସ ରଥଙ୍କ ବାପା ଓ ସେ ନିଜେ ଜଗନ୍ନାଥ ତାଙ୍କ ନିଷ୍ପତ୍ତିକୁ ରାଜ୍ୟ ସରକାର ମାନନ୍ତୁ ବୋଲି ତାରା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri