ଯୁକ୍ତ୩ ସ୍ପଟ୍‌ ନାମଲେଖା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଯୁକ୍ତ୩ ପ୍ରଥମ ବର୍ଷ ସ୍ପଟ୍‌ ନାମଲେଖା ପାଇଁ ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ଡିଗ୍ରୀ କଲେଜରେ ଖାଲିଥିବା ସିଟ୍‌ ନେଇ ନଭେମ୍ବର ୯ରେ ବିଭାଗୀୟ ୱେବ୍‌ସାଇଟ୍‌ରେ ସୂଚନା ପ୍ରଦାନ କରାଯିବ ଓ ୧୦ରୁ ୧୩ ତାରିଖ ପର୍ଯ୍ୟନ୍ତ ନିର୍ଦ୍ଦିଷ୍ଟ ସ୍ଥାନରେ ରଖାଯାଇଥିବା ଡ୍ରପ୍‌ ବକ୍ସରେ ଆବେଦନପତ୍ର ପକାଇ ହେବ। ୧୭ ତାରିଖରେ ନାମଲେଖା ପାଇଁ କଲେଜରେ ଚୟନ ତାଲିକା ପ୍ରକାଶ ପାଇବ। ୨୧ ତାରିଖରେ ନାମଲେଖା ଫି’ ଦାଖଲ କରାଯିବ। ଏହାପରେ ନଭେମ୍ବର ୨୩ରୁ ନାମଲେଖା ସହିତ ଯେଉଁମାନେ ନାମଲେଖାଇବେ ସେମାନଙ୍କ ତଥ୍ୟ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯିବ ବୋଲି ବିଭାଗ ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

ରାଜନଗର,୧୯।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନରେ ଗୁରୁବାର ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ରାଜନଗର ଡିଏଫ୍‌ଓ ବିକାଶ ରଞ୍ଜନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ...

ବରଗଡ଼ରୁ ୨୩ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬ରେ ପହଞ୍ଚିଲା

ବରଗଡ଼ ଅଫିସ,୨୭।୭: ବରଗଡ଼ ଜିଲାରୁ ସୋମବାର ୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଆତାବିରା ଏନ୍‌ଏସିର କଣ୍ଟେନ୍‌ମେଣ୍ଟ ଅଞ୍ଚଳରୁ ୨୧ଜଣ...

ମହିଳାଙ୍କ ବେକ କାଟିଦେଲେ ଦୁର୍ବୃତ୍ତ : ଭୟଭୀତ ଅବସ୍ଥାରେ ସହରବାସୀ

କଟକ ଅଫିସ,୨୯।୭: କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ ପୋଲିସ। ଏପରିସ୍ଥଳେ ରବିବାର ରାତିରେ କଟକରେ...

ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା

ଜୁନାଗଡ଼,୨୭।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍‌ ଚ୍ୟାନେଲକୁ...

ନବୀନ ନିବାସରୁ ରୁଦ୍ରପ୍ରତାପ ମହାରଥୀ ଟିକେଟ ଆଣିବା ପରେ ମୁହଁ ଖୋଲିଲେ ମା’

ପୁରୀ ଅଫିସ,୨୮।୩: ପିପିଲି ଉପନିର୍ବାଚନ ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ରବିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି।...

୨୦୦୭ ପକାଇଛି ଚିନ୍ତାରେ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଆଇଏଏସ୍‌ ଅଫିସରମାନେ ରାଜ୍ୟ କିମ୍ବା କେନ୍ଦ୍ରରେ କାମ କରିବା ସମ୍ପର୍କରେ ବିଭିନ୍ନ ସମୟରେ କେନ୍ଦ୍ରରୁ ବଦଳୁଥିବା ନିୟମ ଆସିଥାଏ। କେତେବେଳେ କେଉଁ ସରକାର ଆସିଲେ...

ହୀରାକୁଦ ଜଳଭଣ୍ଡାରରେ କେଜ୍‌ କଲ୍‌ଚର ମାଛ ଚାଷ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ୧୫ ଅନ୍‌ଲାଇନ ସେବା ଶୁଭାରମ୍ଭ କରିଛନ୍ତି। ଏଥିସହିତ...

ବନ୍ଦ ହେଲା ଟିଟିପିଏସ୍‌: ପୂର୍ବାହ୍ନ ୮ଟା ୪୩ରେ ଲିଭିଲା ଲାଇଟ୍‌

ତାଳଚେର,୧ା୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରଠାରେ ଥିବା ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌) ପୂର୍ବ ଘୋଷଣା ଅନୁଯାୟୀ ବୁଧବାରଠାରୁ ବିଧିବଦ୍ଧ ଭାବେ ବନ୍ଦ...

Advertisement


Archives

Model This Week