ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନରେ ଜୁନ୍‌ ୧୦ରେ ଏହି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍‌ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରୁଥିବାରୁ ଏହି ନିର୍ବାଚନ ହେବ। ନିର୍ବାଚନ ପାଇଁ ମେ’ ୨୪ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ୩୧ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ, ଜୁନ୍‌ ୧ରେ ନାମାଙ୍କନ ଯାଞ୍ଚ, ୩ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ହେବ। ସକାଳ ୯ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍‌ଦାନ ଚାଲୁରହିବ। ଅପରାହ୍ନ ୫ଟାରେ ଭୋଟ୍‌ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri