ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ମାର୍ଚ୍ଚ ୨ରୁ ନାମାଙ୍କନ ଦାଖଲ, ୨୪ରେ ଭୋଟ୍‌

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନ ବିଧିବଦ୍ଧ ଭାବେ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ମାର୍ଚ୍ଚ ୨ରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ୯ରେ ସମସ୍ତ ନାମାଙ୍କନପତ୍ର ଯାଞ୍ଚ ହେବ। ଆସନ୍ତା ୨୪ରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ୨୬ରେ ଗଣତି ହେବ।

ସୂଚନାଯୋଗ୍ୟ, ଚଳିତବର୍ଷ ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ନିର୍ବାଚନ ହେବ । ୪୮ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗରରେ ଏହି ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri