ପଞ୍ଚାୟତ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ୧୭ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ, ଜିଲା ପରିଷଦ ସଭ୍ୟଙ୍କ ପାଇଁ ଜିଲା ଓ ବ୍ଲକ କାର୍ଯ୍ୟାଳୟରେ ବିଜ୍ଞପ୍ତି ପ୍ରକାଶ ପାଇଛି। ତ୍ରିସ୍ତରୀୟ ପଞ୍ଚାୟତ ଭୋଟ୍‌ ଫେବୃଆରୀ ୧୬ରେ ହେବ। ଏ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ଫେବୃଆରୀ ୧୬, ୧୮, ୨୦, ୨୨, ଓ ୨୨ ତାରିଖରେ ମତଦାନ ହେବ। ଏଥିପାଇଁ ପାର୍ଥୀ ଜାନୁଆରୀ ୧୭ ରୁ ୨୧ ତାରିଖ ମଧ୍ୟରେ ନାମାଙ୍କନପତ୍ର ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ମେଟଲ୍‌ ମିଟ୍‌-୨୦୧୯’; ଘୋଷଣା ହେଲା ସିନିୟର ଟପ୍‌-୮, ଏଥର ୩ ନୂଆ ଟିମ୍‌କୁ ମିଳିଲା ଫିନାଲେ ଟିକେଟ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍‌ ଫିନାଲେ...

‘ଲାକ୍‌ମେ ଫ୍ୟାଶନ ୱିକ୍‌’: ସେଟ୍‌ ଡିଜାଇନ୍‌ କରିବେ ଓଡ଼ିଆ ଛାତ୍ରୀ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଦେଶର ପ୍ରମୁଖ ଫ୍ୟାଶନ ଓ ଲାଇଫ୍‌ଷ୍ଟାଇଲ ଶୋ ‘ଲାକ୍‌ମେ ଫ୍ୟାଶନ ୱିକ୍‌’ରେ ଡିଜାଇନ୍‌ ପ୍ରଦର୍ଶନ କରିବେ ଜଣେ ଓଡ଼ିଆ ଛାତ୍ରୀ। ଇଣ୍ଟେରିୟର ଡିଜାଇନ୍‌ ବର୍ଗରେ...

ଲକ୍ଷ୍ୟଭ୍ରଷ୍ଟ ବିରୋଧୀ: ମନ୍ତ୍ରୀ, ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ବିଧାନସଭାରେ ହଙ୍ଗାମା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ୧୬ଶ ବିଧାନସଭାରେ ବିରୋଧୀ ଲକ୍ଷ୍ୟଭ୍ରଷ୍ଟ ହୋଇଛନ୍ତି। ଲୋକମାନଙ୍କ ସମସ୍ୟାକୁ ଉତ୍ଥାପନ କରିବା ବଦଳରେ ଉଭୟ ଭାଜପା ଓ କଂଗ୍ରେସ ପରସ୍ପର ଗୋହି ଖୋଳାଖୋଳି ହେଉଛନ୍ତି।...

ଶଙ୍ଖନାଦରେ କମ୍ପିଲା ନୟାଗଡ଼ ଜିଲା

ନୟାଗଡ଼ ଅଫିସ,୨୪।୫: ନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀ ମାନଙ୍କ ୫ରୁ ଊର୍ଦ୍ଧ୍ୱ ଥର ନୟାଗଡ଼ ଗସ୍ତ, ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର, ଭାଜପାର ୧୨୦ ମିଶନ୍‌ ସବୁ...

ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗ: ଆଙ୍କରୋଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କରୋଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ...

ଅଲ୍‌ରାଉଣ୍ଡର, ଶୋ’ମ୍ୟାନ୍‌

ଓଡ଼ିଆ ଚଳଚ୍ଚିତ୍ର ଜଗତର ଶୋ’ ମ୍ୟାନ୍‌ଭାବେ ପରିଚିତ ଥିଲେ ରାଜୁ ମିଶ୍ର। ତାଙ୍କର ପ୍ରତିଟି ସିନେମା ଥିଲା ଭିନ୍ନ ସ୍ବାଦର। ନିଜର ଦକ୍ଷତା ଓ ଲକ୍ଷ୍ୟ...

ଟଳିଲା ଜମ୍ଭୀରା ବିପଦ -ବନ୍ୟାଞ୍ଚଳ ବୁଲିଲେ ବିଜେଡି ରାଜ୍ୟ ସମ୍ପାଦକ

ବାରିପଦା ଅଫିସ,୨୪ା୯- ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ଜମ୍ଭୀରା ନଦୀ ଓ ମହାନ୍ତି ନାଳରେ ସୃଷ୍ଟି ହୋଇଥିବା ବନ୍ୟା ବିପଦ ଟଳିଛି। ଉପରମୁଣ୍ଡରେ...

ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩...

Advertisement
Archives

Model This Week