ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି: ୧୩ରୁ ଆବେଦନ

ଭୁବନେଶ୍ୱର, ୭।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କୁ ଆଉଥରେ ଆବେଦନ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ସୁଯୋଗ ଦେଇଛି। ଯେଉଁ ଛାତ୍ରୀଛାତ୍ର ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ଚୟନ ହୋଇ ନାମ ଲେଖାଇଥିଲେ କିମ୍ବା ମନୋନୀତ ହୋଇ ମଧ୍ୟ ନାମ ଲେଖାଇ ନ ଥିଲେ, ଯେଉଁମାନେ ଆଦୌ ମନୋନୀତ ହୋଇ ନ ଥିଲେ ଏବଂ ବିଭିନ୍ନ କାରଣରୁ ଯେଉଁ ଛାତ୍ରୀଛାତ୍ରମାନେ ଆବେଦନ କରିପାରି ନ ଥିଲେ, ସେମାନେ ହିଁ ଏହି ପର୍ଯ୍ୟାୟ ପାଇଁ ଆବେଦନ କରିପାରିବେ। ଏହି ନାମଲେଖା ପାଇଁ ଆସନ୍ତା ୧୩ ତାରିଖ ପୂର୍ବାହ୍ନ ୧୧ଟାରେ ସାମ୍ସ ପୋର୍ଟାଲରେ ଫର୍ମ ଉପଲବ୍ଧ ହେବ। ଏହି ସମୟଠାରୁ ୧୯ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ। ୨୭ ତାରିଖ ଅପରାହ୍ନ ୨ଟାରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ୨୮, ୨୯ ଏବଂ ୩୧ ତାରିଖ ଅପରାହ୍ନ ୫ଟା ଭିତରେ ମନୋନୀତ ଛାତ୍ରୀଛାତ୍ର ନାମଲେଖାଇବେ। ସେହିଭଳି ନଭେମ୍ବର ୭ ଅପରାହ୍ନ ୨ଟାରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ। ୯ରୁ ୧୧ ତାରିଖ ଅପରାହ୍ନ ୫ଟାରେ ଏହି ମନୋନୀତ ଛାତ୍ରୀଛାତ୍ର ନାମଲେଖାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri