Posted inଖେଳ

ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳାଙ୍କୁ ନୋଟିସ୍‌

ମୁମ୍ବାଇ, ୧୪ା୧ -ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନବନିର୍ବାଚିତ ଉପ ସଭାପତି ରାଜୀବ ଶୁକ୍ଳାଙ୍କ ବିରୋଧରେ ଆସିଛି ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍‌ ମୋଶନ)ଅଭିଯୋଗ। ବିସିସିଆଇ ଏଥିକ୍ସ ଅଫିସର ଗୁରୁବାର ତାଙ୍କ ବିରୋଧରେ ଏକ ନୋଟିସ୍‌ ଜାରି କରିିଛନ୍ତି। ଶୁକ୍ଳାଙ୍କ ବିରୋଧରେ ଏହି ଅଭିଯୋଗ ଆଣିଛନ୍ତି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ପୂର୍ବତନ ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା। ତାଙ୍କର ଯୁକ୍ତି ହେଲା ଶୁକ୍ଳା ଉତ୍ତର ପ୍ରଦେଶ କ୍ରିକେଟ ଆସୋସିଏଶନର ଜଣେ ନିର୍ଦ୍ଦେଶକ ପଦରେ ଥିବାବେଳେ କେଉଁ ଭଳି ବିସିସିଆଇର ଏକ ଉଚ୍ଚ ପଦବୀରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri