Posted inଜାତୀୟ

ହିଜାବ୍‌ ମାମଲାରେ କେରଳ ସରକାରଙ୍କୁ ନୋଟିସ…

ନୂଆଦିଲ୍ଲୀ, ୨୯।୮ : ହିଜାବ ନିଷେଧ ମାମଲାରେ କର୍ନାଟକ ସରକାରଙ୍କୁ ସୁପ୍ରିମକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ସେପ୍ଟେମ୍ବର ୫ରେ ସର୍ବୋଚ୍ଚ ନ୍ୟାୟାଳୟ ଏହି ମାମଲାର ଶୁଣାଣି କରିବେ। ହିଜାବ ନିଷେଧାଦେଶକୁ ସମର୍ଥନ କରି କର୍ନାଟକ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ରୋକ ଲଗାଇବାକୁ କରାଯାଇଥିବା ଆବେଦନର ବିଚାର କରି ଶୀର୍ଷକୋର୍ଟ ଏଭଳି କହିଛନ୍ତି।

ବିଭିନ୍ନ ଆବେଦନକାରୀ କର୍ନାଟକ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ସ୍କୁଲ ଏବଂ କଲେଜରେ ପୋଷାକ ନିୟମକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟରେ ହୋଇଥିବା ଏକ ଆବେଦନ ମଧ୍ୟ ସରକାରୀ କର୍ମଚାରୀଙ୍କ ଉପରେ ବୈମାତୃକ ଭାବ ପୋଷଣ କରୁଥିବା ଅଭିଯୋଗ କରାଯାଇଛି। ଯେଉଁଥିରେ ଦର୍ଶାଯାଇଛି ଯେ ଅଧିକାରୀମାନେ ଛାତ୍ରୀମାନଙ୍କୁ ସେମାନଙ୍କ ଅଭ୍ୟାସକୁ ଜାରି ରଖିବାକୁ ବାରଣ କରିଛନ୍ତି। ଏହାଦ୍ୱାରା ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ସହ ଶାହାଙ୍କ ଆଲୋଚନା

ନୂଆଦିଲ୍ଲୀ, ୧୨।୧୦: ଦେଶର ତାପଜ ବିଦ୍ୟୁତ ପ୍ଲାଣ୍ଟଗୁଡ଼ିକରେ କୋଇଲା ଅଭାବକୁ ନେଇ ବ୍ଲାକ୍‌ଆଉଟ ଆଶଙ୍କା ସୃଷ୍ଟି ହୋଇଥିବାବେଳେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ...

ମିଶ୍ରଣ କଳ୍ପନା ଜଳ୍ପନାକୁ ଖଣ୍ଡନ କଲେ ଭାଜପା-ଏନଡିପିପି…

କୋହିମା, ୨୦।୮ : ନାଗାଲାଣ୍ଡର ଶାସକ ମିଳିତ ସହଯୋଗୀ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ପ୍ରଗତିଶୀଳ ପାର୍ଟି (ଏନଡିପିପି) ଏବଂ ଭାରତୀୟ ଜନତା ପାର୍ଟି (ଭାଜପା) ଆସନ୍ତା ବର୍ଷ...

ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିଦିନ କରାଯାଏ ୧୫୦ ଥର ଫାୟାରିଂ

ସୁରଟ,୧୫।୧୦: ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି ବିମାନ...

ଚାଇନାକୁ କଡା ଜବାବ ଦେବ ଭାରତ: ଖୁବ୍‌ଶୀଘ୍ର ଭାରତ ପହଞ୍ଚିପାରେ ଯୁଦ୍ଧ ବିମାନ ସୁଖୋଇ-୩୦

ନୂଆଦିଲ୍ଲୀ,୨୩।୬: ଭାରତ-ଚାଇନା ସୀମା ବିବାଦକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି। ତେବେ ଚାଇନାକୁ କଡ଼ା ଜବାବ ଦେବାକୁ ଭାରତ ଖୁବ୍‌ଶୀଘ୍ର ରୁଷିଆରୁ ସୁଖୋଇ-୩୦, ମିଗ୍‌-୨୯...

ଦିନକରେ ସର୍ବାଧିକ ୭ ଲକ୍ଷ ପରୀକ୍ଷା

ନୂଆଦିଲ୍ଲୀ, ୧୦।୮(ପି.ଟି.): ଭାରତରେ ଗୋଟିଏ ଦିନରେ ରେକର୍ଡ ୭ ଲକ୍ଷରୁ ଅଧିକ କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ଦେଶରେ ମୋଟ ନମୁନା ପରୀକ୍ଷା ସଂଖ୍ୟା...

ପ୍ରସିଦ୍ଧ ଚିତ୍ରକାର ଲକ୍ଷ୍ମଣ ପାଏଙ୍କ ପରଲୋକ

ନୂଆଦିଲ୍ଲୀ,୧୫।୩: ବିଶିଷ୍ଟ ଚିତ୍ରକାର ଲକ୍ଷ୍ମଣ ପାଏଙ୍କ ଗୋଆସ୍ଥିତ ତାଙ୍କ ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ୧୯୨୬ ମସିହାରେ ଗୋଆରେ ଜନ୍ମଗ୍ରହଣ...

ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା

କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍‌କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ...

ଓମାର ଅବଦୁଲ୍ଲାଙ୍କୁ ଇଡିର ଜେରା

ନୂଆଦିଲ୍ଲୀ,୭।୪: ଜମ୍ମୁ-କଶ୍ମୀର ବ୍ୟାଙ୍କ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି) ନେତା ଓମାର ଅବଦୁଲ୍ଲାଙ୍କୁ ଜେରା କରିଛି। ଋଣ ମଞ୍ଜୁରୀ ଓ...

Advertisement
Archives

Model This Week