ଏସ୍‌ପି, ରେଜିଷ୍ଟ୍ରାରଙ୍କୁ ଓଏଚ୍‌ଆର୍‌ସିଙ୍କ ନୋଟିସ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବୁର୍ଲାସ୍ଥିତ ଭିମ୍‌ସାର କ୍ୟାମ୍ପସରେ ର଼୍ୟାଗିଂ ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ଗତ ୧୦ ତରିଖରେ ହଷ୍ଟେଲରେ ରହୁଥିବା ଜୁନିୟର ଡାକ୍ତରମାନେ ସିନିୟରଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏନେଇ ସୋମବାର ର଼୍ୟାଗିଂ ଫ୍ରି କ୍ୟାମ୍ପସ ଅଭିଯାନର ଆବାହକ ତେଜେଶ୍ୱର ପରିଡା ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହୋଇଥିଲେ। କମିଶନ ଅଧ୍ୟକ୍ଷ ବି.କେ. ପଟେଲ ଓ ଅସୀମ ଅମିତାଭ ଦାସଙ୍କୁ ନେଇ ଗଠିତ ଖଣ୍ଡପୀଠ ପିଟିଶନର ଶୁଣାଣି କରି ସମ୍ବଲପୁର ଏସ୍‌ପି ଓ ଭିମ୍‌ସାର ରେଜିଷ୍ଟ୍ରାରଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହ ଘଟାକୁ ନେଇ କମିଶନ ଅଧ୍ୟକ୍ଷ କ୍ଷୋଭ ପ୍ରକାଶ କରିଛନ୍ତି। ପିଟିଶନରେ ରହିଥିବା ମତାମତ ଓ ପ୍ରସ୍ତାବ ଉପରେ ଖଣ୍ଡପୀଠ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ନୋଟିସ କରିଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୬ ତାରିଖରେ ହେବ। ଶୁଣାଣିବେଳେ ଅଭିଯାନର ଆବାହକ ପରିଡାଙ୍କ ସମେତ ମୀର ମହମ୍ମଦ ଅଲ୍ଲୀ, ନଳିନୀକାନ୍ତ ନାୟକ, ଗୁରୁ ଦାସ ଗୌତମ ସ୍ବାଇଁ, ସୁବ୍ରତ କୁମାର ଜେନା, ଓ କୃପାସିନ୍ଧୁ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri