ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ନାମାଙ୍କନ ଦାଖଲ ପ୍ରକି୍ରିୟା ମଧ୍ୟ ଆରମ୍ଭ ହୋଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମେ ୧୪ ତାରିଖ ଯାଏ ନାମାଙ୍କନ ପତ୍ର ଦାଖଲ ଚାଲିବ। ମେ ୧୫ରେ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବା ପାଇଁ ସମୟ ଧାର୍ଯ୍ୟ ହୋଇଥିବା ବେଳେ ୧୭ ତାରିଖରେ ପ୍ରତ୍ୟାହାର କରାଯିବ। ଜୁନ୍‌ ୧ ତାରିଖରେ ଭୋଟ ଗ୍ରହଣ ହେବ ଓ ୪ ତାରିଖରେ ଫଳାଫଳ ପ୍ରକାଶ ପାଇବ।
ଏହି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ବିଧାନସଭା ନିର୍ବାଚନମଣ୍ଡଳୀ ହେଲା ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା, ମୋରଡ଼ା, ବଡସାହି, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ନିଆଳି, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତ୍‌ସିଂହପୁର, କାକଟପୁର ଏବଂ ନିମାପଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri