ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ପ୍ରକାଶ ପାଇବ ବିଜ୍ଞପ୍ତି, ୧୫ଯାଏ ନାମାଙ୍କନ ଦାଖଲ

ଭୁବନେଶ୍ୱର,୮।୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବାକୁ ଯାଉଛି । ଆଜିଠାରୁ ଫେବୃଆରୀ ୧୫ଯାଏ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୨୭ ଫେବୃଆରୀ ସକାଳ ୯ଟାରୁ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିଦିନ ଅପରାହ୍ନ ୫ ଟାରୁ ଭୋଟ ଗଣତି କରାଯିବ।

ସୂଚନାଥାଉ କି, ଓଡ଼ିଶାର ତିନି ରାଜ୍ୟ ସଭା ସିଟ ପାଇଁ ନିର୍ବାଚନ ହେବ। ଫେବୃଆରୀ ୨୭ରେ ଓଡ଼ିଶା ସମେତ ୧୫ ରାଜ୍ୟର ୫୬ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri