ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ ସଂସଦୀୟ କ୍ଷେତ୍ର ଯଥା ସୁନ୍ଦରଗଡ଼, ବଲାଙ୍ଗୀର, ବରଗଡ଼, କନ୍ଧମାଳ ଏବଂ ଆସିକା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୩ରେ ନାମାଙ୍କନପତ୍ର ଦାଖଲ ହୋଇ ୪ ରେ ଶେଷ ହେବ।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୧୮ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri