Posted inରାଜ୍ୟ

RI, ଅମିନ, ଆଇସିଡିଏସ୍‌ ସୁପରଭାଇଜର ପରୀକ୍ଷା ପାଇଁ ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କେବେ ପ୍ରିଲିମିନାରୀ…

ଭୁବନେଶ୍ୱର,୨୬ା୯(ସୁଚିସ୍ମିତା ସାହୁ): ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଆର୍‌ଆଇ, ଏଆର୍‌ଆଇ, ଅମିନ ଓ ଆଇସିଡିଏସ୍‌ ସୁପରଭାଇଜର ପଦ ପାଇଁ ପ୍ରିଲିମିନାରି ପରୀକ୍ଷା ଅକ୍ଟୋବର ୮ରୁ ଆରମ୍ଭ ହେବ। ଏହି ପରୀକ୍ଷା ୧୩ ନଭେମ୍ବର ଯାଏ ସବୁ ଜିଲାରେ ଅନୁଷ୍ଠିତ ହେବ ବୋଲି ଶୁକ୍ରବାର ଆୟୋଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପରୀକ୍ଷାର୍ଥୀମାନେ www.osssc.gov.in. ମାଧ୍ୟମରେ ଆଡ୍‌ମିଶନ ଲେଟର ଡାଉନ୍‌ଲୋଡ୍‌ କରିପାରିବେ। ସେମାନେ ଚାହିଁଲେ ପୋର୍ଟାଲ ମାଧ୍ୟମରେ ମକ୍‌ ଟେଷ୍ଟ ଦେଇପାରିବେ। ଆଡ୍‌ମିଶନ ଲେଟରରେ ପରୀକ୍ଷା ତାରିଖ, ସ୍ଥାନ ଏବଂ କେନ୍ଦ୍ର ସମ୍ପର୍କିତ ତଥ୍ୟ ଉଲ୍ଲେଖ କରାଯିବ।

ସୂଚନାଯୋଗ୍ୟ, ଆର୍‌ଆଇ, ଏଆର୍‌ଆଇ, ଅମିନ ଓ ଆଇସିଡିଏସ୍‌ ସୁପରଭାଇଜର ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ଆଣି ଚାକିରି ଆଶାୟୀଙ୍କ ସହ ବିଭିନ୍ନ ସଙ୍ଗଠନ ଆନ୍ଦୋଳନକୁ ଓହ୍ଲାଇଥିଲେ। ପରୀକ୍ଷା ବାତିଲ ସହ ଅନିୟମିତତାକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଶେଷରେ ରାଜ୍ୟ ସରକାର ଅଭିଯୋଗ ଆଧାରରେ ତଦନ୍ତ କରିବା ସହ ସବୁ ପିଲାଙ୍କୁ ପ୍ରିଲିମ ପରୀକ୍ଷା ପାସ୍‌ କରିଦେଇଥିଲେ। ହେଲେ ଏହି ପରୀକ୍ଷାକୁ ରଦ୍ଦ କରିବା ଲାଗି କେତେଜଣ ପରୀକ୍ଷାର୍ଥୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ତାହାକୁ ବାତିଲ କରି ସାନି ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri