ନୂଆଦିଲ୍ଲୀ,୧୧।୫: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସୋମବାର VBG RAMG ଆକ୍ଟ-୨୦୨୫ ଲାଗୁ ହେବା ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛି। ଜୁଲାଇ ପହିଲା ୨୦୨୬ରୁ VB-G RAM G ଆକ୍ଟ ଲାଗୁ ହେବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ଏହା ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଲାଗୁ ହେବା ନେଇ ବିଜ୍ଞପ୍ତିରେ ଅବଗତ କରାଯାଇଛି।