ନଭେମ୍ବର ୧୨ରୁ ଦ୍ୱାଦଶ, ୨୯ରୁ ଦଶମ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେସନ୍‌ସ(ସିଆଇଏସ୍‌ସିଇ) ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ଟର୍ମ-୧ ପରୀକ୍ଷା ଅଫ୍‌ଲାଇନ୍‌ରେ ହେବ। ଏ ନେଇ ଶନିବାର ସିଆଇଏସ୍‌ସିଇ ପକ୍ଷରୁ ଘୋଷଣା କରାଯାଇଛି। ଏଥି ସହିତ ପରୀକ୍ଷା ତାରିଖ ମଧ୍ୟ ଘୋଷଣା କରିଛି। ଆଇସିଏସ୍‌ଇ ଦଶମ ନଭେମ୍ବର ୨୯ରୁ ଆରମ୍ଭ ହୋଇ ଡିସେମ୍ବର ୧୬ରେ ଶେଷ ହେବ। ସେହିପରି ଆଇଏସ୍‌ସି ଦ୍ୱାଦଶ ଟର୍ମ-୧ ନଭେମ୍ବର ୧୨ରୁ ଆରମ୍ଭ ହୋଇ ଡିସେମ୍ବର ୨୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।
ସୂଚନାଯୋଗ୍ୟ, ପୂର୍ବରୁ ଦଶମ ପରୀକ୍ଷା ନଭେମ୍ବର ୧୫ରୁ ଦ୍ୱାଦଶ ପରୀକ୍ଷା ନଭେମ୍ବର ୧୬ରୁ ଆରମ୍ଭ ହେବାର ଥିଲା। କିନ୍ତୁ ଗତ କିଛି ଦିନ ତଳେ କାଉନସିଲ ଦଶମ ଓ ଦ୍ୱାଦଶ ଟର୍ମ-୧ ପରୀକ୍ଷାକୁ ସ୍ଥଗିତ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri