Posted inଜାତୀୟ

ୟୁପିରେ ଏଣେତେଣେ ପୋତା ଯାଉଛି କୋଭିଡ୍‌ ଆକ୍ରାନ୍ତଙ୍କ ମୃତଦେହ

ଉନ୍ନାଓ,୧୩।୫: ଉତ୍ତର ପ୍ରଦେଶରେ ଭୟଙ୍କର ହେଲାଣି କୋଭିଡ୍‌-୧୯ ସ୍ଥିତି। ଭାଇରସ ଜନିତ ମୃତକଙ୍କ ଶବଦାହ ପାଇଁ ଯାଗା ନାହିଁ ଶବଦାହ କେନ୍ଦ୍ରରେ। ଗଙ୍ଗା ନଦୀରେ ମୃତଦେହ ଭସା ଯିବା ଘଟଣା ପରେ ଉନ୍ନାଓ ଜିଲାର ଅତିକମ୍‌ରେ ଦୁଇଟି ସ୍ଥାନରୁ ଉଦ୍ଧାର କରାଯାଇଛି ବହୁ ସଂଖ୍ୟାରେ ମୃତଦେହ।

ତେବେ ସରକାରୀ ସ୍ତରରେ ଏ ନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ। ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ୍‌ ରବୀନ୍ଦ୍ର କୁମାର କହିଛନ୍ତି, କିଛି ମୃତଦେହ ନଦୀଠାରୁ ଦୂରରେ ପୋତା ଯାଇଥିଲା। ଜିଲାର ଅନ୍ୟ ସ୍ଥାନରେ ଖୋଜାଖୋଜି ଜାରି ରହିଛି। ଏଣୁ ମୃତଦେହ ସଂଖ୍ୟା ବଢ଼ିପାରେ। ଏ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଦୋଷୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଗତ ଦୁଇ ଦିନରେ ଗଙ୍ଗା ନଦୀରୁ ପ୍ରାୟ ୧୫୦ କୋଭିଡ୍‌ ଆକ୍ରାନ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଥିବା କିଛି ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ତେବେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣା ସମ୍ପର୍କରେ ଅବଗତ ହେବା ପରେ ମୃତକଙ୍କ ଧର୍ମ ଅନୁଯାୟୀ, ଅନ୍ତିମ ସଂସ୍କାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଅଯୋଧ୍ୟା ବିଚାର

ନୂଆଦିଲ୍ଲୀ,୧୭ା୧୦(ପି.ଟି./ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟରେ ୪୦ ଦିନର ମାରାଥନ୍‌ ଶୁଣାଣି ପରେ ବୁଧବାର ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ ଜମି ବିବାଦ ମାମଲାର ବିଚାର ଶେଷ ହୋଇଛି। ଭାରତର...

ହରିୟାଣାରେ ଲାଗୁହେବ ଏନ୍‌ଆର୍‌ସି

ଚଣ୍ଡିଗଡ଼,୧୬ା୯(ପି.ଟି.): ଆସାମ ପରେ ହରିୟାଣାରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ରବିବାର ଘୋଷଣା କରିଛନ୍ତି। ଅକ୍ଟୋବରରେ...

ରବିବାର ଦିଲ୍ଲୀ କରୋନା ସ୍ଥିତି ସମୀକ୍ଷା କରିବେ ଶାହା

ନୂଆଦିଲ୍ଲୀ, ୧୩ା୬: ମହାମାରୀ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ଏହା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ...

ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି

ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା...

ପୋଲିସ ମାଡ଼ରେ ପରିବା ବିକାଳିଙ୍କ ଜୀବନ ଗଲା

ଉନ୍ନାଓ, ୨୨।୫: ଉତ୍ତରପ୍ରଦେଶର ଉନ୍ନାଓ ଜିଲାରେ କୋଭିଡ୍‌-୧୯ କର୍ଫ୍ୟୁ ନିୟମ ଉଲ୍ଲଂଘନ ଅଭିଯୋଗରେ ଜଣେ ୧୭ ବର୍ଷୀୟ ପରିବା ବ୍ୟବସାୟୀଙ୍କୁ ପୋଲିସ ନିର୍ମମ ଭାବେ ପିଟିବାରୁ...

ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ...

ନାଗରିକତ୍ୱ ବିଲ୍‌କୁ ବିରୋଧ

ନୂଆଦିଲ୍ଲୀ/ଗୁଆହାଟୀ/ଅଗରତାଲା,୧୦ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍‌କୁ ବିରୋଧ କରି ଦିଲ୍ଲୀ ସମେତ ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲାବେଳେ ଆସାମ ଓ ତ୍ରିପୁରାରେ ୪୮ ଘଣ୍ଟିଆ...

ନନ୍ଦୀଗ୍ରାମରେ ନିର୍ବାଚନ ନ ଜିତିଲେ ଛାଡ଼ିଦେବି ରାଜନୀତି – ଶୁଭେନ୍ଦୁ ଅଧିକାରୀ

କୋଲକାତା,୧୮।୧: ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ନନ୍ଦୀଗ୍ରାମରୁ ଛିଡା ହେବା ନେଇ ଘୋଷଣା କରିବା ପରେ ପ୍ରତିକ୍ରିୟା...

Advertisement
Archives

Model This Week