ଭାରତରେ କମ୍ୟୁନିଜିମର ପ୍ରସାର କରିବାକୁ ଚାହୁଁଛି ଚାଇନା

ବେଜିଂ,୧୯ ।୧୧: ଚାଇନା ଭାରତରେ କମ୍ୟୁନିଷ୍ଟ ବିଚାରଧାରାକୁ ପ୍ରସାର କରିବାକୁ ସି ଜିନପିଙ୍ଗଙ୍କ ପୁସ୍ତକକୁ ହିନ୍ଦୀରେ ପ୍ରକାଶ କରିଛି । ଜିନପିଙ୍ଗଙ୍କ ଏହି ପୁସ୍ତକ ମଧ୍ୟ ଏସିଆର କିଛି ଦେଶରେ ଅନ୍ୟ ଭାଷାରେ ପ୍ରକାଶ କରାଯାଇଛି । ଉକ୍ତ ପୁସ୍ତକରେ ଚାଇନାର ଶାସନକୁ ନେଇ ତାଙ୍କ ସିଦ୍ଧାନ୍ତ କଥା ପ୍ରକାଶ କରାଯାଇଛି । ସରକାର ସମାଚାର ଏଜେନ୍ସି ସିହ୍ନୁଆର ସୂଚନା ଅନୁଯାୟୀ, ‘ସି ଜିନପିଙ୍ଗ: ଦ ଗଭର୍ନେସ ଅଫ୍ ଚାଇନା’ର ପ୍ରଥମ ଖଣ୍ଡ ହିନ୍ଦୀ, ପଶତୋ, ଦାରି, ସିଂହଳି ଓ ଉଜବେକ ଭାଷାରେ ପ୍ରକାଶ କରାଯାଇଛି । ଏହି ପୁସ୍ତକ ଗତ କିଛି ବର୍ଷରେ ମନ୍ଦାରିନ ବ୍ୟତୀତ ଇଂରାଜୀ ତଥା ଅନ୍ୟ ଭାଷାରେ ପ୍ରକାଶ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri