ଏଣିକି ଲଘୁ ଖଣିଜ ସଂପଦର ଆବଣ୍ଟନ ପାଇଁ ଇ-ଲଟେରୀ ବ୍ୟବସ୍ଥା

ଭୁବନେଶ୍ୱର,୨୧।୧୧: ଖଣି ଚୋରା ଚାଲାଣ ରୋକିବାକୁ କଠୋର ଆଇନକୁ ମଞ୍ଜୁରୀ ହୋଇଛି। ‘ଓଡ଼ିଶା ଖଣିଜ ପଦାର୍ଥ ନିୟମାବଳୀ-୨୦୨୫’ ନେଇ ନୂଆ ଆଇନ ଆସିଛି। ନୂଆ ଆଇନ ପରେ ପୁରୁଣା ୨୦୦୭ ନିୟମାବଳୀକୁ ଉଚ୍ଛେଦ କରିବ। ଲଘୁ ଖଣିଜ ରିହାତି ନିୟମରେ ମଧ୍ୟ ସଂଶୋଧନ ହେବ। ଏଣିକି ଲଘୁ ଖଣିଜ ସଂପଦର ଆବଣ୍ଟନ ପାଇଁ ଇ-ଲଟେରୀ ବ୍ୟବସ୍ଥା କରାଯିବ ।

Dharitri – Odisha’s No.1 Odia Daily

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri